ଯିହୋଶୂୟ 4:19 - ପବିତ୍ର ବାଇବଲ19 ପ୍ରଥମ ମାସର ଦଶମ ଦିନରେ ଲୋକମାନେ ଯର୍ଦ୍ଦନ ନଦୀ ପାର ହୋଇ ଯିରୀହୋର ପୂର୍ବ ସୀମାସ୍ଥିତ ଗିଲ୍ଗଲ୍ଠାରେ ଛାଉଣି ସ୍ଥାପନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଏହିରୂପେ ଲୋକମାନେ ପ୍ରଥମ ମାସର ଦଶମ ଦିନରେ ଯର୍ଦ୍ଦନରୁ ଉଠି ଆସି ଯିରୀହୋର ପୂର୍ବସୀମାସ୍ଥିତ ଗିଲ୍ଗଲ୍ରେ ଛାଉଣି ସ୍ଥାପନ କଲେ। Viz kapitolaଓଡିଆ ବାଇବେଲ19 ଏହିରୂପେ ଲୋକମାନେ ପ୍ରଥମ ମାସର ଦଶମ ଦିନରେ ଯର୍ଦ୍ଦନରୁ ଉଠି ଆସି ଯିରୀହୋର ପୂର୍ବସୀମାସ୍ଥିତ ଗିଲ୍ଗଲ୍ରେ ଛାଉଣି ସ୍ଥାପନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏହିରୂପେ ଲୋକମାନେ ପ୍ରଥମ ମାସର ଦଶମ ଦିନରେ ଯର୍ଦ୍ଦନରୁ ଉଠି ଆସି ଯିରୀହୋର ପୂର୍ବସୀମାସ୍ଥିତ ଗିଲ୍ଗଲ୍ରେ ଛାଉଣି ସ୍ଥାପନ କଲେ। Viz kapitola |