ଯିହୋଶୂୟ 4:22 - ପବିତ୍ର ବାଇବଲ22 ତୁମ୍ଭେ ତୁମ୍ଭର ପିଲାମାନଙ୍କୁ କହିବ, ‘ଏହି ଶିଳାଖଣ୍ତଗୁଡ଼ିକ ଅତୀତର ସ୍ମୃତି, କିପରି ଇସ୍ରାଏଲର ଲୋକମାନେ ଶୁଖିଲା ଭୂମିରେ ଯର୍ଦ୍ଦନ ନଦୀ ପାର ହୋଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ତୁମ୍ଭେମାନେ ଆପଣା ଆପଣା ସନ୍ତାନମାନଙ୍କୁ ଜଣାଇବ, ଇସ୍ରାଏଲ ଶୁଷ୍କ ଭୂମି ଦେଇ ଏହି ଯର୍ଦ୍ଦନ ପାର ହୋଇ ଆସିଥିଲେ। Viz kapitolaଓଡିଆ ବାଇବେଲ22 ତୁମ୍ଭେମାନେ ଆପଣା ଆପଣା ସନ୍ତାନମାନଙ୍କୁ ଜଣାଇବ, ଇସ୍ରାଏଲ ଶୁଷ୍କ ଭୂମି ଦେଇ ଏହି ଯର୍ଦ୍ଦନ ପାର ହୋଇ ଆସିଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତୁମ୍ଭେମାନେ ଆପଣା ଆପଣା ସନ୍ତାନମାନଙ୍କୁ ଜଣାଇବ, ଇସ୍ରାଏଲ ଶୁଷ୍କ ଭୂମି ଦେଇ ଏହି ଯର୍ଦ୍ଦନ ପାର ହୋଇ ଆସିଥିଲେ। Viz kapitola |