ଯିହୋଶୂୟ 4:23 - ପବିତ୍ର ବାଇବଲ23 ଆମ୍ଭେମାନେ ପାର ହେବାଯାଏ, ଯେପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତାଙ୍କର ଶକ୍ତିବଳରେ ସୂଫସାଗର ଶୁଷ୍କ କରିଥିଲେ, ସେହିପରି ତୁମ୍ଭେମାନେ ପାର ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନ ନଦୀ ଶୁଷ୍କ କଲେ।’ Viz kapitolaପବିତ୍ର ବାଇବଲ (Re-edited) - (BSI)23 କାରଣ ଆମ୍ଭେମାନେ ପାର ହେବାଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ସୂଫ ସମୁଦ୍ର ପ୍ରତି ଯେପରି କରି ଆମ୍ଭମାନଙ୍କ ସମ୍ମୁଖରୁ ତାହା ଶୁଷ୍କ କରିଥିଲେ, ସେପରି ତୁମ୍ଭେମାନେ ପାର ହେବାଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କ ସମ୍ମୁଖରୁ ଯର୍ଦ୍ଦନ-ଜଳ ଶୁଷ୍କ କଲେ; Viz kapitolaଓଡିଆ ବାଇବେଲ23 କାରଣ ଆମ୍ଭେମାନେ ପାର ହେବାଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସୂଫ ସାଗର ପ୍ରତି ଯେପରି କରି ଆମ୍ଭମାନଙ୍କ ସମ୍ମୁଖରୁ ତାହା ଶୁଷ୍କ କରିଥିଲେ, ସେପରି ତୁମ୍ଭେମାନେ ପାର ହେବାଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରୁ ଯର୍ଦ୍ଦନ-ଜଳ ଶୁଷ୍କ କଲେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 କାରଣ ଆମ୍ଭେମାନେ ପାର ହେବା ଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସୂଫ ସାଗର ପ୍ରତି ଯେପରି କରି ଆମ୍ଭମାନଙ୍କ ସମ୍ମୁଖରୁ ତାହା ଶୁଷ୍କ କରିଥିଲେ, ସେପରି ତୁମ୍ଭେମାନେ ପାର ହେବା ଯାଏ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରୁ ଯର୍ଦ୍ଦନ-ଜଳ ଶୁଷ୍କ କଲେ; Viz kapitola |