ଯିହୋଶୂୟ 4:6 - ପବିତ୍ର ବାଇବଲ6 ସେହି ଶିଳାଗୁଡ଼ିକ ତୁମ୍ଭମାନଙ୍କର ଏକ ପ୍ରତୀକ ହୋଇ ରହିବ। ଭବିଷ୍ୟତରେ ଯେତେବେଳେ ତୁମ୍ଭର ପିଲାମାନେ ଉତ୍ସୁକ ହୋଇ ତୁମ୍ଭକୁ ପଗ୍ଭରିବେ, ‘ଏହି ପଥରଗୁଡ଼ିକ ତୁମ୍ଭ ପାଇଁ କ’ଣ?’ Viz kapitolaପବିତ୍ର ବାଇବଲ (Re-edited) - (BSI)6 ତାହା ତୁମ୍ଭମାନଙ୍କ ମଧ୍ୟରେ ଚିହ୍ନ ସ୍ଵରୂପ ହେବ, ପୁଣି ତୁମ୍ଭମାନଙ୍କର ଏସବୁ ପଥର କଅଣ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଏହା ପଚାରିଲେ, Viz kapitolaଓଡିଆ ବାଇବେଲ6 ତାହା ତୁମ୍ଭମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପ ହେବ, ପୁଣି ତୁମ୍ଭମାନଙ୍କର ଏସବୁ ପଥର କ’ଣ ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଏହା ପଚାରିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତାହା ତୁମ୍ଭମାନଙ୍କ ମଧ୍ୟରେ ଚିହ୍ନସ୍ୱରୂପ ହେବ, ପୁଣି ‘ତୁମ୍ଭମାନଙ୍କର ଏସବୁ ପଥର କʼଣ?’ ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଏହା ପଚାରିଲେ, Viz kapitola |