ଯିହୋଶୂୟ 5:10 - ପବିତ୍ର ବାଇବଲ10 ଇସ୍ରାଏଲ ଲୋକମାନେ ନିସ୍ତାରପର୍ବ ପାଳନ କଲେ, ଯେତେବେଳେ ସେମାନେ ଯିରୀହୋ ସମତଳ ଅଞ୍ଚଳ ନିକଟରେ ଛାଉଣି ସ୍ଥାପନ କଲେ। ତାହା ଥିଲା ସେହି ମାସ ଚଉଦ ତାରିଖ ସନ୍ଧ୍ୟା। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଇସ୍ରାଏଲ-ସନ୍ତାନଗଣ ଗିଲ୍ଗଲ୍ରେ ଛାଉଣି ସ୍ଥାପନ କଲେ; ପୁଣି ସେମାନେ ସେହି ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ଯିରୀହୋ-ପଦାରେ ନିସ୍ତାର ପର୍ବ ପାଳନ କଲେ। Viz kapitolaଓଡିଆ ବାଇବେଲ10 ଇସ୍ରାଏଲ ସନ୍ତାନଗଣ ଗିଲ୍ଗଲ୍ରେ ଛାଉଣି ସ୍ଥାପନ କଲେ; ପୁଣି ସେମାନେ ସେହି ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ଯିରୀହୋ-ପଦାରେ ନିସ୍ତାର ପର୍ବ ପାଳନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଇସ୍ରାଏଲ-ସନ୍ତାନଗଣ ଗିଲ୍ଗଲ୍ରେ ଛାଉଣି ସ୍ଥାପନ କଲେ; ପୁଣି ସେମାନେ ସେହି ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ଯିରୀହୋ ପଦାରେ ନିସ୍ତାର ପର୍ବ ପାଳନ କଲେ। Viz kapitola |