ଯିହୋଶୂୟ 5:8 - ପବିତ୍ର ବାଇବଲ8 ଯିହୋଶୂୟ ସେମାନଙ୍କର ସୁନ୍ନତ ଶେଷ କଲେ। ଲୋକମାନେ ସତେଜ ହେବା ପର୍ଯ୍ୟନ୍ତ ସେମାନଙ୍କର ସ୍ଥାନରେ ରହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ସେହି ସମସ୍ତ ଗୋଷ୍ଠୀୟ ଲୋକଙ୍କର ସୁନ୍ନତ କାର୍ଯ୍ୟ ସମାପ୍ତ ହେଲା ଉତ୍ତାରେ ସେମାନେ ଛାଉଣି ମଧ୍ୟରେ ଆପଣା ଆପଣା ସ୍ଥାନରେ ସତେଜ ହେବା ପର୍ଯ୍ୟନ୍ତ ରହିଲେ। Viz kapitolaଓଡିଆ ବାଇବେଲ8 ସେହି ସମସ୍ତ ଗୋଷ୍ଠୀୟ ଲୋକଙ୍କର ସୁନ୍ନତ କାର୍ଯ୍ୟ ସମାପ୍ତ ହେଲା ଉତ୍ତାରେ ସେମାନେ ଛାଉଣି ମଧ୍ୟରେ ଆପଣା ଆପଣା ସ୍ଥାନରେ ସତେଜ ହେବା ପର୍ଯ୍ୟନ୍ତ ରହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେହି ସମସ୍ତ ଗୋଷ୍ଠୀୟ ଲୋକଙ୍କର ସୁନ୍ନତ କାର୍ଯ୍ୟ ସମାପ୍ତ ହେଲା ଉତ୍ତାରେ ସେମାନେ ଛାଉଣି ମଧ୍ୟରେ ଆପଣା ଆପଣା ସ୍ଥାନରେ ସତେଜ ହେବା ପର୍ଯ୍ୟନ୍ତ ରହିଲେ। Viz kapitola |