ଯିହୋଶୂୟ 6:13 - ପବିତ୍ର ବାଇବଲ13 ଏବଂ ସାତ ଜଣ ଯାଜକ ପବିତ୍ର ସିନ୍ଦୁକ ଆଗରେ ମେଷ ତୂରୀରେ ତିଆରି ତୂରୀ ବଜାଇ ବଜାଇ ଗ୍ଭଲିଲେ। ସଶସ୍ତ୍ର ସୈନିକମାନେ ମଧ୍ୟ ସେମାନଙ୍କ ଆଗରେ ଗ୍ଭଲିଲେ। ପଛପଟର ପ୍ରହରୀମାନେ ପବିତ୍ର ସିନ୍ଦୁକ ପଛେ ପଛେ ଗ୍ଭଲିଲେ। ଏହିପରି ଭାବରେ ସେମାନେ ଅବିରତ ଭାବେ ତୂରୀ ବଜାଇ ନଗର ପରିକ୍ରମା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆଉ ସାତ ଯାଜକ ମହାଶଦ୍ଦକାରୀ ସାତ ତୂରୀ ଧରି ସଦାପ୍ରଭୁଙ୍କ ସିନ୍ଦୁକ ଆଗେ ଆଗେ କ୍ରମାଗତ ଗମନ କରି ତୂରୀ ବଜାଇଲେ; ସସଜ୍ଜ ଲୋକମାନେ ସେମାନଙ୍କ ଅଗ୍ରସର ହୋଇ ଚାଲିଲେ; ପୁଣି ପଶ୍ଚାଦ୍ବର୍ତ୍ତୀ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକ ପଛେ ପଛେ ଚାଲିଲେ, ଯାଜକମାନେ ତୂରୀ ବଜାଇ ବଜାଇ ଗମନ କଲେ। Viz kapitolaଓଡିଆ ବାଇବେଲ13 ଆଉ ସାତ ଯାଜକ ମହାଶବ୍ଦକାରୀ ସାତ ତୂରୀ ଧରି ସଦାପ୍ରଭୁଙ୍କ ସିନ୍ଦୁକ ଆଗେ ଆଗେ କ୍ରମାଗତ ଗମନ କରି ତୂରୀ ବଜାଇଲେ; ସସଜ୍ଜ ଲୋକମାନେ ସେମାନଙ୍କ ଅଗ୍ରସର ହୋଇ ଚାଲିଲେ; ପୁଣି ପଶ୍ଚାଦ୍ବର୍ତ୍ତୀ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକ ପଛେ ପଛେ ଚାଲିଲେ, ଯାଜକମାନେ ତୂରୀ ବଜାଇ ବଜାଇ ଗମନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ ସାତ ଯାଜକ ମହାଶବ୍ଦକାରୀ ସାତ ତୂରୀ ଧରି ସଦାପ୍ରଭୁଙ୍କ ସିନ୍ଦୁକ ଆଗେ ଆଗେ କ୍ରମାଗତ ଗମନ କରି ତୂରୀ ବଜାଇଲେ; ସସଜ୍ଜ ଲୋକମାନେ ସେମାନଙ୍କ ଅଗ୍ରସର ହୋଇ ଚାଲିଲେ; ପୁଣି ପଶ୍ଚାଦ୍ବର୍ତ୍ତୀ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକ ପଛେ ପଛେ ଚାଲିଲେ, ଯାଜକମାନେ ତୂରୀ ବଜାଇ ବଜାଇ ଗମନ କଲେ। Viz kapitola |