ଯିହୋଶୂୟ 6:14 - ପବିତ୍ର ବାଇବଲ14 ଏହିପରି ଭାବରେ ଦ୍ୱିତୀୟ ଦିନ ଥରେ ନଗର ପରିକ୍ରମା କଲେ। ଏବଂ ଏହା ପରେ ଛାଉଣିକୁ ଫେରି ଆସିଲେ। ଏହିପରି ଭାବରେ ସେମାନେ ଛଅ ଦିନ ପର୍ଯ୍ୟନ୍ତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆଉ ଦ୍ଵିତୀୟ ଦିନ ସେମାନେ ଥରେ ନଗର ପ୍ରଦକ୍ଷିଣ କରି ଛାଉଣିକି ଫେରି ଆସିଲେ; ଏହିରୂପେ ସେମାନେ ଛଅ ଦିନ କଲେ। Viz kapitolaଓଡିଆ ବାଇବେଲ14 ଆଉ ଦ୍ୱିତୀୟ ଦିନ ସେମାନେ ଥରେ ନଗର ପ୍ରଦକ୍ଷିଣ କରି ଛାଉଣିକୁ ଫେରି ଆସିଲେ; ଏହିରୂପେ ସେମାନେ ଛଅ ଦିନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ ଦ୍ୱିତୀୟ ଦିନ ସେମାନେ ଥରେ ନଗର ପ୍ରଦକ୍ଷିଣ କରି ଛାଉଣିକୁ ଫେରି ଆସିଲେ; ଏହିରୂପେ ସେମାନେ ଛଅ ଦିନ କଲେ। Viz kapitola |