Online Bible

- Reklamy -




ଯିହୋଶୂୟ 6:20 - ପବିତ୍ର ବାଇବଲ

20 ଯାଜକମାନେ ମେଷ ତୂରୀ ବଜାଇଲେ, ଲୋକମାନେ ମେଷ ତୂରୀ ଶବ୍ଦ ଶୁଣି ପାଟି କରିବାକୁ ଲାଗିଲେ। ପ୍ରାଚୀରଟି ଭାଙ୍ଗିଗଲା, ଲୋକମାନେ ସିଧାସଳଖ ନଗର ମଧ୍ୟକୁ ଦୌଡ଼ିଲେ। ଇସ୍ରାଏଲର ଲୋକମାନେ ନଗରକୁ ଅକ୍ତିଆର କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଏରୂପେ ଲୋକମାନେ ଜୟଧ୍ଵନି କଲେ ଓ ଯାଜକମାନେ ତୂରୀ ବଜାଇଲେ; ପୁଣି ଲୋକମାନେ ତୂରୀଧ୍ଵନି ଶୁଣି ମହାଜୟଧ୍ଵନିରେ ଜୟଧ୍ଵନି କରନ୍ତେ, ପ୍ରାଚୀର ପଡ଼ି ସମଭୂମି ହେଲା; ତେଣୁ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ନଗରକୁ ଉଠିଗଲେ ଓ ନଗର ହସ୍ତଗତ କଲେ।

Viz kapitola kopírovat

ଓଡିଆ ବାଇବେଲ

20 ଏରୂପେ ଲୋକମାନେ ଜୟଧ୍ୱନି କଲେ ଓ ଯାଜକମାନେ ତୂରୀ ବଜାଇଲେ; ପୁଣି ଲୋକମାନେ ତୂରୀଧ୍ୱନି ଶୁଣି ମହାଜୟଧ୍ୱନିରେ ଜୟଧ୍ୱନି କରନ୍ତେ, ପ୍ରାଚୀର ପଡ଼ି ସମଭୂମି ହେଲା; ତେଣୁ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ନଗରକୁ ଉଠିଗଲେ ଓ ନଗର ହସ୍ତଗତ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏରୂପେ ଲୋକମାନେ ଜୟଧ୍ୱନି କଲେ ଓ ଯାଜକମାନେ ତୂରୀ ବଜାଇଲେ; ପୁଣି ଲୋକମାନେ ତୂରୀଧ୍ୱନି ଶୁଣି ମହା ଜୟଧ୍ୱନିରେ ଜୟଧ୍ୱନି କରନ୍ତେ, ପ୍ରାଚୀର ପଡ଼ି ସମଭୂମି ହେଲା; ତେଣୁ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ନଗରକୁ ଉଠିଗଲେ ଓ ନଗର ହସ୍ତଗତ କଲେ।

Viz kapitola kopírovat




ଯିହୋଶୂୟ 6:20

Následuj nás:

Reklamy


Reklamy