ଯିହୋଶୂୟ 6:22 - ପବିତ୍ର ବାଇବଲ22 ଯିହୋଶୂୟ ଦୁଇ ଜଣ ଗୁପ୍ତଚରଙ୍କୁ ଡାକି କହିଲେ, “ତୁମ୍ଭେ ସେ ବେଶ୍ୟା ଗୃହକୁ ଯାଅ ଓ ତାକୁ ବାହାରକୁ ଆଣ ଏବଂ ତାହା ସହିତ ଥିବା ସମସ୍ତ ଲୋକଙ୍କୁ ମଧ୍ୟ ବାହାରକୁ ଆଣ। ଏହିପରି କର କାରଣ ତୁମ୍ଭେ ସେମାନଙ୍କ ସହିତ ଏହିପରି ପ୍ରତିଜ୍ଞା କରିଅଛ।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ମାତ୍ର ଯେଉଁ ଦୁଇ ବ୍ୟକ୍ତି ଦେଶ ଅନୁସନ୍ଧାନ କରିଥିଲେ, ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେମାନେ ସେହି ବେଶ୍ୟାର ଘରକୁ ଯାଅ, ପୁଣି ତାହା ନିକଟରେ ଯେଉଁ ଶପଥ କରିଅଛ, ତଦନୁସାରେ ସେହି ସ୍ତ୍ରୀକି ଓ ତାହାର ଯାହା ଯାହା ଅଛି, ସେସବୁକୁ ସେଠାରୁ ବାହାର କରି ଆଣ। Viz kapitolaଓଡିଆ ବାଇବେଲ22 ମାତ୍ର ଯେଉଁ ଦୁଇ ବ୍ୟକ୍ତି ଦେଶ ଅନୁସନ୍ଧାନ କରିଥିଲେ, ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେମାନେ ସେହି ବେଶ୍ୟାର ଘରକୁ ଯାଅ, ପୁଣି ତାହା ନିକଟରେ ଯେଉଁ ଶପଥ କରିଅଛ, ତଦନୁସାରେ ସେହି ସ୍ତ୍ରୀକୁ ଓ ତାହାର ଯାହା ଯାହା ଅଛି, ସେସବୁକୁ ସେଠାରୁ ବାହାର କରି ଆଣ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ମାତ୍ର ଯେଉଁ ଦୁଇ ବ୍ୟକ୍ତି ଦେଶ ଅନୁସନ୍ଧାନ କରିଥିଲେ, ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସେହି ବେଶ୍ୟାର ଘରକୁ ଯାଅ, ପୁଣି ତାହା ନିକଟରେ ଯେଉଁ ଶପଥ କରିଅଛ, ତଦନୁସାରେ ସେହି ସ୍ତ୍ରୀକୁ ଓ ତାହାର ଯାହା ଯାହା ଅଛି, ସେସବୁକୁ ସେଠାରୁ ବାହାର କରି ଆଣ।” Viz kapitola |