ଯିହୋଶୂୟ 6:26 - ପବିତ୍ର ବାଇବଲ26 ସେହି ସମୟରେ ଯିହୋଶୂୟ ଏହି ପ୍ରତିଜ୍ଞା କରିଥିଲେ, “ଯେକେହି ଯିରୀହୋ ନଗର ପୁନଃ ନିର୍ମାଣ କରେ, ସେ ସଦାପ୍ରଭୁଙ୍କ ଦ୍ୱାରା ଶାପଗ୍ରସ୍ତ ହେବ, ସେ ଆପଣା ଜ୍ୟେଷ୍ଠ ପୁତ୍ରର ମୃତ୍ୟୁ ସହିତ ତହିଁର ଭିତ୍ତିମୂଳ ସ୍ଥାପନ କରିବ ଓ ଆପଣା କନିଷ୍ଠ ପୁତ୍ରର ମୃତ୍ୟୁ ସହିତ ତହିଁର ଦ୍ୱାରମାନ ସ୍ଥାପନ କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)26 ସେସମୟରେ ଯିହୋଶୂୟ ସେମାନଙ୍କୁ ଶପଥ କରାଇ କହିଲେ, ଯେକେହି ଉଠି ପୁନର୍ବାର ଏହି ଯିରୀହୋ ନଗର ନିର୍ମାଣ କରେ, ସେ ସଦାପ୍ରଭୁଙ୍କ ସାକ୍ଷାତରେ ଶାପଗ୍ରସ୍ତ ହେଉ; ସେ ଆପଣା ଜ୍ୟେଷ୍ଠପୁତ୍ରର ମୃତ୍ୟୁ ସହିତ ତହିଁର ଭିତ୍ତିମୂଳ ସ୍ଥାପନ କରିବ ଓ ଆପଣା କନିଷ୍ଠ ପୁତ୍ରର ମୃତ୍ୟୁ ସହିତ ତହିଁର ଦ୍ଵାରମାନ ସ୍ଥାପନ କରିବ। Viz kapitolaଓଡିଆ ବାଇବେଲ26 ସେସମୟରେ ଯିହୋଶୂୟ ସେମାନଙ୍କୁ ଶପଥ କରାଇ କହିଲେ, ଯେକେହି ଉଠି ପୁନର୍ବାର ଏହି ଯିରୀହୋ ନଗର ନିର୍ମାଣ କରେ, ସେ ସଦାପ୍ରଭୁଙ୍କ ସାକ୍ଷାତରେ ଶାପଗ୍ରସ୍ତ ହେଉ; ସେ ଆପଣା ଜ୍ୟେଷ୍ଠପୁତ୍ରର ମୃତ୍ୟୁୁ ସହିତ ତହିଁର ଭିତ୍ତିମୂଳ ସ୍ଥାପନ କରିବ ଓ ଆପଣା କନିଷ୍ଠ ପୁତ୍ରର ମୃତ୍ୟୁୁ ସହିତ ତହିଁର ଦ୍ୱାରମାନ ସ୍ଥାପନ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ସେସମୟରେ ଯିହୋଶୂୟ ସେମାନଙ୍କୁ ଶପଥ କରାଇ କହିଲେ, ଯେକେହି ଉଠି ପୁନର୍ବାର ଏହି ଯିରୀହୋ ନଗର ନିର୍ମାଣ କରେ, ସେ ସଦାପ୍ରଭୁଙ୍କ ସାକ୍ଷାତରେ ଶାପଗ୍ରସ୍ତ ହେଉ; “ସେ ଆପଣା ଜ୍ୟେଷ୍ଠ ପୁତ୍ରର ମୃତ୍ୟୁୁ ସହିତ ତହିଁର ଭିତ୍ତିମୂଳ ସ୍ଥାପନ କରିବ ଓ ଆପଣା କନିଷ୍ଠ ପୁତ୍ରର ମୃତ୍ୟୁୁ ସହିତ ତହିଁର ଦ୍ୱାରମାନ ସ୍ଥାପନ କରିବ।” Viz kapitola |