ଯିହୋଶୂୟ 6:8 - ପବିତ୍ର ବାଇବଲ8 ଯିହୋଶୂୟ ଲୋକମାନଙ୍କୁ କହି ସାରିବା ପରେ, ସାତ ଜଣ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଗ୍ଭଲିଲେ ଏବଂ ସେମାନେ ଗ୍ଭଲିବା ସମୟରେ ସାତୋଟି ତୂରୀ ବଜାଇ ବଜାଇ ଗ୍ଭଲିଲେ। ଯାଜକମାନେ ସଦାପ୍ରଭୁଙ୍କର ପବିତ୍ର ସିନ୍ଦୁକ ଧରି ତାଙ୍କ ପଛେ ପଛେ ଗ୍ଭଲିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତେଣୁ ଯିହୋଶୂୟ ଲୋକମାନଙ୍କୁ କହିଲା ଉତ୍ତାରେ ସାତ ଜଣ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ମହାଶଦ୍ଦକାରୀ ତୂରୀ ବହି ବଜାଇ ବଜାଇ ଚାଲିଲେ ଓ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ପଛେ ପଛେ ଚଳିଲା। Viz kapitolaଓଡିଆ ବାଇବେଲ8 ତେଣୁ ଯିହୋଶୂୟ ଲୋକମାନଙ୍କୁ କହିଲା ଉତ୍ତାରେ ସାତ ଜଣ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ମହାଶବ୍ଦକାରୀ ତୂରୀ ବହି ବଜାଇ ବଜାଇ ଚାଲିଲେ ଓ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ପଛେ ପଛେ ଚଳିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତେଣୁ ଯିହୋଶୂୟ ଲୋକମାନଙ୍କୁ କହିଲା ଉତ୍ତାରେ ସାତ ଜଣ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ମହାଶବ୍ଦକାରୀ ତୂରୀ ବହି ବଜାଇ ବଜାଇ ଚାଲିଲେ ଓ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ପଛେ ପଛେ ଚଳିଲା। Viz kapitola |