ଯିହୋଶୂୟ 6:9 - ପବିତ୍ର ବାଇବଲ9 ସୈନ୍ୟମାନେ ସେମାନଙ୍କର ଅସ୍ତ୍ରଶସ୍ତ୍ର ସହ ଯେଉଁ ଯାଜକମାନେ ମେଷ ତୂରୀ ବଜାଉଥିଲେ ସେମାନଙ୍କର ସମ୍ମୁଖରେ ଗ୍ଭଲିଲେ। ପ୍ରହରୀଗଣ ପବିତ୍ର ନିୟମ-ସିନ୍ଦୁକ ପଛେ ପଛେ ଗ୍ଭଲିଲେ। ସେମାନେ ଏହିପରି ଭାବରେ ଅବିରତ ମେଷ ତୂରୀ ବଜାଇ ସହର ପରିକ୍ରମଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଆଉ ସସଜ୍ଜ ଲୋକମାନେ ତୂରୀବାଦକ ଯାଜକମାନଙ୍କ ଆଗେ ଆଗେ ଚାଲିଲେ, ପୁଣି ଯାଜକମାନେ ତୂରୀ ବଜାଇ ଯାଉ ଯାଉ ପଶ୍ଚାଦ୍ଗାମୀ ଲୋକମାନେ ସିନ୍ଦୁକର ପଛେ ପଛେ ଗମନ କଲେ। Viz kapitolaଓଡିଆ ବାଇବେଲ9 ଆଉ ସସଜ୍ଜ ଲୋକମାନେ ତୂରୀବାଦକ ଯାଜକମାନଙ୍କ ଆଗେ ଆଗେ ଚାଲିଲେ, ପୁଣି ଯାଜକମାନେ ତୂରୀ ବଜାଇ ଯାଉ ଯାଉ ପଶ୍ଚାଦ୍ଗାମୀ ଲୋକମାନେ ସିନ୍ଦୁକର ପଛେ ପଛେ ଗମନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ ସସଜ୍ଜ ଲୋକମାନେ ତୂରୀବାଦକ ଯାଜକମାନଙ୍କ ଆଗେ ଆଗେ ଚାଲିଲେ, ପୁଣି ଯାଜକମାନେ ତୂରୀ ବଜାଇ ଯାଉ ଯାଉ ପଶ୍ଚାଦ୍ଗାମୀ ଲୋକମାନେ ସିନ୍ଦୁକର ପଛେ ପଛେ ଗମନ କଲେ। Viz kapitola |