ଯିହୋଶୂୟ 7:1 - ପବିତ୍ର ବାଇବଲ1 କିନ୍ତୁ ଇସ୍ରାଏଲ ଲୋକମାନେ ସଦାପ୍ରଭୁଙ୍କ ଦ୍ରବ୍ୟ ନଷ୍ଟ ସମ୍ବନ୍ଧୀୟ ଆଦେଶ ମାନିଲେ ନାହିଁ। ସେଠାରେ ଜଣେ ଯିହୁଦା ଗୋଷ୍ଠୀୟ ଲୋକ ଥିଲା, ଯାହାର ନାମ ଆଖନ୍। ସେ କର୍ମିର ପୁତ୍ର ଥିଲା ଏବଂ କର୍ମି ଜିମୀର ପୁତ୍ର ଥିଲା। ଯାହା ଧ୍ୱଂସ କରିବାର ଥିଲା, ସେଥିରୁ କିଛି ଆଖନ୍ ରଖିଥିଲା। ଯେଉଁଥିପାଇଁ ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କ ଉପରେ କ୍ରୋଧିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ମାତ୍ର ଇସ୍ରାଏଲ-ସନ୍ତାନଗଣ ବର୍ଜିତ ବସ୍ତୁ ବିଷୟରେ ସତ୍ୟଲଙ୍ଘନ କଲେ; କାରଣ ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସଦ୍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍ ବର୍ଜିତ ବସ୍ତୁରୁ କିଛି ହରଣ କଲା; ତହିଁରେ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା। Viz kapitolaଓଡିଆ ବାଇବେଲ1 ମାତ୍ର ଇସ୍ରାଏଲ ସନ୍ତାନଗଣ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କଲେ; କାରଣ ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍ ବର୍ଜିତ ବସ୍ତୁରୁ କିଛି ହରଣ କଲା; ତହିଁରେ ଇସ୍ରାଏଲ ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମାତ୍ର ଇସ୍ରାଏଲ-ସନ୍ତାନଗଣ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କଲେ; କାରଣ ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍ ବର୍ଜିତ ବସ୍ତୁରୁ କିଛି ହରଣ କଲା; ତହିଁରେ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା। Viz kapitola |