ଯିହୋଶୂୟ 7:15 - ପବିତ୍ର ବାଇବଲ15 ଯିଏ ଲୁଣ୍ଠନ ଦ୍ରବ୍ୟ ରଖିବାରେ ଦୋଷୀ ମିଳିବ, ଯେଉଁ ଦ୍ରବ୍ୟଟି ନଷ୍ଟ ହେବାର ଉଚିତ୍ ଥିଲା, ତାହା ନିଆଁରେ ପୋଡ଼ି ପାଉଁଶ କରାଯିବ। ଏବଂ ତା'ର ଅଧୀନରେ ଥିବା ସବୁକିଛିକୁ ପୋଡ଼ି ପାଉଁଶ କରାଯିବ, ଯେହେତୁ ସେ ସଦାପ୍ରଭୁଙ୍କର ନିୟମ ଭଙ୍ଗ କଲା। ଆଉ ମଧ୍ୟ ସେ ଇସ୍ରାଏଲର ଲୋକମାନଙ୍କ ବହୁତ ପାପପୂର୍ଣ୍ଣ କାର୍ଯ୍ୟ କଲା।’” Viz kapitolaପବିତ୍ର ବାଇବଲ (Re-edited) - (BSI)15 ତହିଁରେ ଯାହାଠାରେ ବର୍ଜିତ ବସ୍ତୁ ଥିବାର ନିର୍ଣ୍ଣୟ କରାଯିବ, ସେ ଓ ତାହାର ସର୍ବସ୍ଵ ଅଗ୍ନିରେ ଦଗ୍ଧ ହେବ; ଯେହେତୁ ସେ ସଦାପ୍ରଭୁଙ୍କ ନିୟମ ଲଙ୍ଘନ କଲା ଓ ସେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କର୍ମ କଲା। Viz kapitolaଓଡିଆ ବାଇବେଲ15 ତହିଁରେ ଯାହାଠାରେ ବର୍ଜିତ ବସ୍ତୁ ଥିବାର ନିର୍ଣ୍ଣୟ କରାଯିବ, ସେ ଓ ତାହାର ସର୍ବସ୍ୱ ଅଗ୍ନିରେ ଦଗ୍ଧ ହେବ; ଯେହେତୁ ସେ ସଦାପ୍ରଭୁଙ୍କ ନିୟମ ଲଙ୍ଘନ କଲା ଓ ସେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କର୍ମ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହିଁରେ ଯାହାଠାରେ ବର୍ଜିତ ବସ୍ତୁ ଥିବାର ନିର୍ଣ୍ଣୟ କରାଯିବ, ସେ ଓ ତାହାର ସର୍ବସ୍ୱ ଅଗ୍ନିରେ ଦଗ୍ଧ ହେବ; ଯେହେତୁ ସେ ସଦାପ୍ରଭୁଙ୍କ ନିୟମ ଲଙ୍ଘନ କଲା ଓ ସେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କର୍ମ କଲା।” Viz kapitola |