ଯିହୋଶୂୟ 7:18 - ପବିତ୍ର ବାଇବଲ18 ଏହା ପରେ ଯିହୋଶୂୟ ସେ ପରିବାରର ସମସ୍ତ ମନୁଷ୍ୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖକୁ ଆସିବାକୁ କହିଲେ। ସଦାପ୍ରଭୁ କର୍ମିର ପୁତ୍ର ଆଖନ୍କୁ ମନୋନୀତ କଲେ। କାର୍ମି ଜିମିରର ପୁତ୍ର ଥିଲା ଏବଂ ଜିମିରି ସେରହର ପୁତ୍ର ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)18 ତହୁଁ ସେ ତାହାର ପରିବାରର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସଦ୍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍ ନିର୍ଣ୍ଣୀତ ହେଲା। Viz kapitolaଓଡିଆ ବାଇବେଲ18 ତହୁଁ ସେ ତାହାର ପରିବାରର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍ ନିର୍ଣ୍ଣୀତ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତହୁଁ ସେ ତାହାର ପରିବାରର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍ ନିର୍ଣ୍ଣୀତ ହେଲା। Viz kapitola |