Online Bible

- Reklamy -




ଯିହୋଶୂୟ 7:22 - ପବିତ୍ର ବାଇବଲ

22 ଯିହୋଶୂୟ କିଛି ଲୋକଙ୍କୁ ଛାଉଣିକୁ ପଠାଇଲେ। ସେମାନେ ସେଠାକୁ ଦୌଡ଼ିଲେ ଓ ସେଗୁଡ଼ିକ ତମ୍ବୁ ତଳେ ପୋତା ହୋଇ ଥିବାର ଦେଖିଲେ। ରୂପାଗୁଡ଼ିକ କୋଟ୍ ତଳେ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ଏଥିରେ ଯିହୋଶୂୟ ଦୂତ ପଠାନ୍ତେ, ସେମାନେ ତମ୍ଵୁକୁ ଦୌଡ଼ି ଗଲେ; ଆଉ ଦେଖ, ତାହା ତାହାର ତମ୍ଵୁରେ ପୋତା ଓ ତହିଁ ତଳେ ରୂପା ଅଛି।

Viz kapitola kopírovat

ଓଡିଆ ବାଇବେଲ

22 ଏଥିରେ ଯିହୋଶୂୟ ଦୂତ ପଠାନ୍ତେ, ସେମାନେ ତମ୍ବୁକୁ ଦୌଡ଼ି ଗଲେ; ଆଉ ଦେଖ, ତାହା ତାହାର ତମ୍ବୁରେ ପୋତା ଓ ତହିଁ ତଳେ ରୂପା ଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଥିରେ ଯିହୋଶୂୟ ଦୂତ ପଠାନ୍ତେ, ସେମାନେ ତମ୍ବୁକୁ ଦୌଡ଼ି ଗଲେ; ଆଉ ଦେଖ, ତାହା ତାହାର ତମ୍ବୁରେ ପୋତା ଓ ତହିଁ ତଳେ ରୂପା ଅଛି।

Viz kapitola kopírovat




ଯିହୋଶୂୟ 7:22

Následuj nás:

Reklamy


Reklamy