ଯିହୋଶୂୟ 7:25 - ପବିତ୍ର ବାଇବଲ25 ତା'ପରେ ଯିହୋଶୂୟ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଦୁଃଖ ଦେଲ? ସଦାପ୍ରଭୁ ଆଜି ତୁମ୍ଭ ପାଇଁ ଦୁଃଖ ଆଣିବେ।” ତେଣୁ ଇସ୍ରାଏଲର ସମସ୍ତ ଲୋକ ଆଖନ୍ ଓ ତା'ର ପରିବାରକୁ ପଥର ଫିଙ୍ଗି ହତ୍ୟା କଲେ। ଏହା ପରେ ଲୋକମାନେ ତାକୁ ଓ ସେ ଆଣିଥିବା ସମସ୍ତ ଦ୍ରବ୍ୟକୁ ସେହି ସ୍ଥାନରେ ପୋଡ଼ି ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ପୁଣି ଯିହୋଶୂୟ କହିଲେ, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଦୁଃଖ ଦେଲ? ସଦାପ୍ରଭୁ ଆଜି ତୁମ୍ଭକୁ ଦୁଃଖ ଦେବେ। ଏଥିରେ ସମଗ୍ର ଇସ୍ରାଏଲ ତାହାକୁ ପ୍ରସ୍ତରାଘାତ କରି ବଧ କଲେ; ପୁଣି ସେମାନେ ସେସବୁ ଅଗ୍ନିରେ ଦଗ୍ଧ କରି ପ୍ରସ୍ତରରେ ପୋତି ପକାଇଲେ। Viz kapitolaଓଡିଆ ବାଇବେଲ25 ପୁଣି ଯିହୋଶୂୟ କହିଲେ, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଦୁଃଖ ଦେଲ ? ସଦାପ୍ରଭୁ ଆଜି ତୁମ୍ଭକୁ ଦୁଃଖ ଦେବେ। ଏଥିରେ ସମଗ୍ର ଇସ୍ରାଏଲ ତାହାକୁ ପ୍ରସ୍ତରାଘାତ କରି ବଧ କଲେ; ପୁଣି ସେମାନେ ସେସବୁ ଅଗ୍ନିରେ ଦଗ୍ଧ କରି ପ୍ରସ୍ତରରେ ପୋତି ପକାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ପୁଣି ଯିହୋଶୂୟ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଦୁଃଖ ଦେଲ? ସଦାପ୍ରଭୁ ଆଜି ତୁମ୍ଭକୁ ଦୁଃଖ ଦେବେ।” ଏଥିରେ ସମଗ୍ର ଇସ୍ରାଏଲ ତାହାକୁ ପ୍ରସ୍ତରାଘାତ କରି ବଧ କଲେ; ପୁଣି ସେମାନେ ସେସବୁ ଅଗ୍ନିରେ ଦଗ୍ଧ କରି ପ୍ରସ୍ତରରେ ପୋତି ପକାଇଲେ। Viz kapitola |