ଯିହୋଶୂୟ 8:10 - ପବିତ୍ର ବାଇବଲ10 ତା’ ପରଦିନ ପ୍ରତ୍ୟୁଷରୁ ଯିହୋଶୂୟ ସୈନ୍ୟମାନଙ୍କୁ ଏକତ୍ରିତ କଲେ। ଏହା ପରେ ଯିହୋଶୂୟ ଏବଂ ଇସ୍ରାଏଲର ନେତାଗଣ ସୈନ୍ୟମାନଙ୍କୁ ଅୟ ଆଡ଼କୁ ଆଗେଇ ନେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଅନନ୍ତର ଯିହୋଶୂୟ ଅତି ପ୍ରଭାତରେ ଉଠି ଲୋକମାନଙ୍କୁ ଗଣନା କଲେ, ତହିଁ ଉତ୍ତାରେ ସେ ଓ ଇସ୍ରାଏଲର ପ୍ରାଚୀନବର୍ଗ ଲୋକମାନଙ୍କ ଆଗେ ଆଗେ ଅୟକୁ ଯାତ୍ରା କଲେ। Viz kapitolaଓଡିଆ ବାଇବେଲ10 ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠି ଲୋକମାନଙ୍କୁ ଗଣନା କଲେ, ତହିଁ ଉତ୍ତାରେ ସେ ଓ ଇସ୍ରାଏଲର ପ୍ରାଚୀନବର୍ଗ ଲୋକମାନଙ୍କ ଆଗେ ଆଗେ ଅୟକୁ ଯାତ୍ରା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠି ଲୋକମାନଙ୍କୁ ଗଣନା କଲେ, ତହିଁ ଉତ୍ତାରେ ସେ ଓ ଇସ୍ରାଏଲର ପ୍ରାଚୀନବର୍ଗ ଲୋକମାନଙ୍କ ଆଗେ ଆଗେ ଅୟକୁ ଯାତ୍ରା କଲେ। Viz kapitola |