ଯିହୋଶୂୟ 8:16 - ପବିତ୍ର ବାଇବଲ16 ତେଣୁ ନଗରର ସମସ୍ତ ସୈନ୍ୟ ସେମାନଙ୍କ ପଛରେ ପାଟିକରି ସେମାନଙ୍କୁ ଗୋଡ଼ାଇ ଗୋଡ଼ାଇ ତାଙ୍କ ପଛରେ ଦୌଡ଼ିଲେ। ଏହିପରି ଭାବରେ ସମସ୍ତ ଲୋକ ନଗର ପରିତ୍ୟାଗ କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ତହିଁରେ ନଗରସ୍ଥିତ ସମସ୍ତ ଲୋକ ସେମାନଙ୍କ ପଛେ ପଛେ ଗୋଡ଼ାଇବା ପାଇଁ ଏକତ୍ର ଡକାଗଲେ; ପୁଣି ସେମାନେ ଯିହୋଶୂୟଙ୍କର ପଛେ ପଛେ ଗୋଡ଼ାଉ ଗୋଡ଼ାଉ ନଗରରୁ ଦୂରକୁ ଆକର୍ଷିତ ହେଲେ। Viz kapitolaଓଡିଆ ବାଇବେଲ16 ତହିଁରେ ନଗରସ୍ଥିତ ସମସ୍ତ ଲୋକ ସେମାନଙ୍କ ପଛେ ପଛେ ଗୋଡ଼ାଇବା ପାଇଁ ଏକତ୍ର ଡକାଗଲେ; ପୁଣି ସେମାନେ ଯିହୋଶୂୟଙ୍କର ପଛେ ପଛେ ଗୋଡ଼ାଉ ଗୋଡ଼ାଉ ନଗରରୁ ଦୂରକୁ ଆକର୍ଷିତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହିଁରେ ନଗରସ୍ଥିତ ସମସ୍ତ ଲୋକ ସେମାନଙ୍କ ପଛେ ପଛେ ଗୋଡ଼ାଇବା ପାଇଁ ଏକତ୍ର ଡକାଗଲେ; ପୁଣି ସେମାନେ ଯିହୋଶୂୟଙ୍କର ପଛେ ପଛେ ଗୋଡ଼ାଉ ଗୋଡ଼ାଉ ନଗରରୁ ଦୂରକୁ ଆକର୍ଷିତ ହେଲେ। Viz kapitola |