ଯିହୋଶୂୟ 8:20 - ପବିତ୍ର ବାଇବଲ20 ଅୟର ଲୋକମାନେ ପଛକୁ ବୁଲି ଦେଖିଲେ, ସେମାନଙ୍କର ନଗର ନିଆଁରେ ଜଳୁଅଛି। ସେମାନେ ଦେଖିଲେ ଧୂଆଁ ଧାର ଆକାଶକୁ ଛୁଉଁଛି, ତେଣୁ ସେମାନେ ସେମାନଙ୍କର ଶକ୍ତି ଓ ସାହସ ହରାଇଲେ। ସେମାନେ ଆଉ ଇସ୍ରାଏଲ ସୈନ୍ୟମାନଙ୍କ ପଛରେ ଗୋଡ଼ାଇଲେ ନାହିଁ। ମରୁଭୂମି ଆଡ଼କୁ ଦୌଡ଼ୁଥିବା ଇସ୍ରାଏଲର ସୈନ୍ୟମାନେ ମଧ୍ୟ ଆଉ ଆଗେଇଲେ ନାହିଁ। ସେମାନେ ବୁଲି ପଡ଼ିଲେ ଓ ଅୟର ସୈନ୍ୟମାନଙ୍କୁ ଗୋଡ଼ାଇଲେ। ଅୟର ସୈନ୍ୟମାନଙ୍କ ପାଇଁ ଦୌଡ଼ି ପଳାଇବାକୁ ଆଉ ନିରାପଦ ସ୍ଥାନ ନ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏ ଉତ୍ତାରେ ଅୟର ଲୋକମାନେ ଆପଣା ପଛକୁ ଅନାଇ ଦେଖିଲେ, ଆଉ ଦେଖ, ନଗରର ଧୂମ ଆକାଶକୁ ଉଠୁଅଛି, ମାତ୍ର ଏଆଡ଼େ କି ସେଆଡ଼େ ପଳାଇବାକୁ ସେମାନଙ୍କର ବଳ ନ ଥିଲା; ଆଉ ଯେଉଁମାନେ ପ୍ରାନ୍ତରକୁ ପଳାଉଥିଲେ, ସେମାନେ ଫେରି ଗୋଡ଼ାଇବା ଲୋକମାନଙ୍କୁ ଆକ୍ରମଣ କଲେ। Viz kapitolaଓଡିଆ ବାଇବେଲ20 ଏ ଉତ୍ତାରେ ଅୟର ଲୋକମାନେ ଆପଣା ପଛକୁ ଅନାଇ ଦେଖିଲେ, ଆଉ ଦେଖ, ନଗରର ଧୂମ ଆକାଶକୁ ଉଠୁଅଛି, ମାତ୍ର ଏଆଡ଼େ କି ସେଆଡ଼େ ପଳାଇବାକୁ ସେମାନଙ୍କର ବଳ ନ ଥିଲା; ଆଉ ଯେଉଁମାନେ ପ୍ରାନ୍ତରକୁ ପଳାଉଥିଲେ, ସେମାନେ ଫେରି ଗୋଡ଼ାଇବା ଲୋକମାନଙ୍କୁ ଆକ୍ରମଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଉତ୍ତାରେ ଅୟର ଲୋକମାନେ ଆପଣା ପଛକୁ ଅନାଇ ଦେଖିଲେ, ଆଉ ଦେଖ, ନଗରର ଧୂମ ଆକାଶକୁ ଉଠୁଅଛି, ମାତ୍ର ଏଆଡ଼େ କି ସେଆଡ଼େ ପଳାଇବାକୁ ସେମାନଙ୍କର ବଳ ନ ଥିଲା; ଆଉ ଯେଉଁମାନେ ପ୍ରାନ୍ତରକୁ ପଳାଉଥିଲେ, ସେମାନେ ଫେରି ଗୋଡ଼ାଇବା ଲୋକମାନଙ୍କୁ ଆକ୍ରମଣ କଲେ। Viz kapitola |