ଯିହୋଶୂୟ 8:26 - ପବିତ୍ର ବାଇବଲ26 ଅୟ ନିବାସୀ ସମସ୍ତଙ୍କୁ ବର୍ଜିତ ରୂପେ ବିନାଶ କରିବା ଯାଏ ଯିହୋଶୂୟ ନିଜ ହାତରେ ଧରିଥିବା ବର୍ଚ୍ଛାକୁ ବିସ୍ତାର କରିଥିଲେ। ଏହାକୁ ଯିହୋଶୂୟ ସଙ୍କୁଚିତ କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)26 କାରଣ ଅୟ ନିବାସୀ ସମସ୍ତଙ୍କୁ ବର୍ଜିତ ରୂପେ ବିନାଶ କରିବା ଯାଏ ଯିହୋଶୂୟ ଆପଣାର ଯେଉଁ ହସ୍ତ ବର୍ଚ୍ଛା ଧରି ବିସ୍ତାର କରିଥିଲେ, ତାହା ସେ ସଙ୍କୁଚିତ କଲେ ନାହିଁ। Viz kapitolaଓଡିଆ ବାଇବେଲ26 କାରଣ ଅୟ ନିବାସୀ ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ଯାଏ ଯିହୋଶୂୟ ଆପଣାର ଯେଉଁ ହସ୍ତ ବର୍ଚ୍ଛା ଧରି ବିସ୍ତାର କରିଥିଲେ, ତାହା ସେ ସଙ୍କୁଚିତ କଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 କାରଣ ଅୟ ନିବାସୀ ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ଯାଏ ଯିହୋଶୂୟ ଆପଣାର ଯେଉଁ ହସ୍ତ ବର୍ଚ୍ଛା ଧରି ବିସ୍ତାର କରିଥିଲେ, ତାହା ସେ ସଙ୍କୁଚିତ କଲେ ନାହିଁ। Viz kapitola |