ଯିହୋଶୂୟ 8:30 - ପବିତ୍ର ବାଇବଲ30 ଏହା ପରେ ଯିହୋଶୂୟ ଏବଲ ପର୍ବତ ଉପରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଏଉତ୍ତାରେ ଯିହୋଶୂୟ ଏବଲ ପର୍ବତରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ। Viz kapitolaଓଡିଆ ବାଇବେଲ30 ଏଉତ୍ତାରେ ଯିହୋଶୂୟ ଏବଲ ପର୍ବତରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏଉତ୍ତାରେ ଯିହୋଶୂୟ ଏବଲ ପର୍ବତରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ। Viz kapitola |