Online Bible

- Reklamy -

ଯିହୋଶୂୟ 8:33 - ପବିତ୍ର ବାଇବଲ

33 ଇସ୍ରାଏଲର ସମସ୍ତ ଲୋକମାନେ, ସେମାନଙ୍କ ପ୍ରାଚୀନବର୍ଗ, ନେତୃବର୍ଗ, ସେମାନଙ୍କର ବିଗ୍ଭରକର୍ତ୍ତାଗଣ, ବିଦେଶୀଗଣ ଓ ଦେଶବାସୀ ପବିତ୍ର ସିନ୍ଦୁକ ସମ୍ମୁଖରେ ଛିଡ଼ା ହେଲେ। ସେମାନଙ୍କ ମଧ୍ୟରୁ ଅର୍ଦ୍ଧେକ ଏବଲ ପର୍ବତ ଆଗରେ ଓ ଅର୍ଦ୍ଧେକ ଗରିଷୀମ ପର୍ବତ ଆଗରେ ଛିଡ଼ା ହେଲେ। ସଦାପ୍ରଭୁଙ୍କ ପବିତ୍ର ନିୟମ-ସିନ୍ଦୁକବାହୀ ଲେବୀୟ ଯାଜକମାନଙ୍କ ସମ୍ମୁଖରେ ସେମାନେ ଠିଆ ହେଲେ। ସେମାନେ ଏପରି କଲେ କାରଣ ସଦାପ୍ରଭୁଙ୍କର ସେବକ ମୋଶା ଇସ୍ରାଏଲୀୟମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ଏପରି କରିବାକୁ ଆଜ୍ଞା ଦେଇଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ଏ ଉତ୍ତାରେ ସମୁଦାୟ ଇସ୍ରାଏଲ ଓ ସେମାନଙ୍କ ପ୍ରାଚୀନବର୍ଗ ଓ ଅଧ୍ୟକ୍ଷଗଣ ଓ ସେମାନଙ୍କ ବିଚାରକର୍ତ୍ତୃଗଣ, ଯେପରି ବିଦେଶୀ, ସେପରି ଗୃହଜାତ, ଅଧେ ଗରିଷୀମ ପର୍ବତ ଆଗରେ ଓ ଅଧେ ଏବଲ ପର୍ବତ ଆଗରେ, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହୀ ଲେବୀୟ ଯାଜକମାନଙ୍କ ସମ୍ମୁଖରେ ସିନ୍ଦୁକର ଏପାଖେ ଓ ସେପାଖେ ଠିଆ ହେଲେ; କାରଣ ପ୍ରଥମେ ଇସ୍ରାଏଲୀୟ ଲୋକମାନଙ୍କୁ ଆଶୀର୍ବାଦ କରିବା ପାଇଁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ ଆଦେଶ ଦେଇଥିଲେ।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଏଉତ୍ତାରେ ସମୁଦାୟ ଇସ୍ରାଏଲ ଓ ସେମାନଙ୍କ ପ୍ରାଚୀନବର୍ଗ ଓ ଅଧ୍ୟକ୍ଷଗଣ ଓ ସେମାନଙ୍କ ବିଚାରକର୍ତ୍ତୃଗଣ, ଯେପରି ବିଦେଶୀ, ସେପରି ଗୃହଜାତ, ଅଧେ ଗରିଷୀମ ପର୍ବତ ଆଗରେ ଓ ଅଧେ ଏବଲ ପର୍ବତ ଆଗରେ, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହୀ ଲେବୀୟ ଯାଜକମାନଙ୍କ ସମ୍ମୁଖରେ ସିନ୍ଦୁକର ଏପାଖେ ଓ ସେପାଖେ ଠିଆ ହେଲେ; କାରଣ ପ୍ରଥମେ ଇସ୍ରାଏଲୀୟ ଲୋକମାନଙ୍କୁ ଆଶୀର୍ବାଦ କରିବା ପାଇଁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ ଆଦେଶ ଦେଇଥିଲେ।

Viz kapitola kopírovat

ଯିହୋଶୂୟ 8:33

Následuj nás:

Reklamy

Reklamy