ଯିହୋଶୂୟ 8:8 - ପବିତ୍ର ବାଇବଲ8 “ତୁମ୍ଭେମାନେ ନିଶ୍ଚିତ କରିବ ଯାହା ସଦାପ୍ରଭୁ ଆଦେଶ କରନ୍ତି। ମୁଁ ନଗରକୁ ଆକ୍ରମଣ କରିବା ପାଇଁ ତୁମ୍ଭମାନଙ୍କୁ ଆଜ୍ଞା କରିବି। ତୁମ୍ଭ ନିୟନ୍ତ୍ରଣକୁ ଆଣିବା ପରେ ସେହି ନଗରରେ ଅଗ୍ନି ସଂଯୋଗ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ତୁମ୍ଭେମାନେ ନଗର ଆକ୍ରମଣ କଲାକ୍ଷଣେ ନଗରରେ ଅଗ୍ନି ଲଗାଇବ; ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟାନୁସାରେ କର୍ମ କରିବ; ଦେଖ, ଏହା ମୁଁ ତୁମ୍ଭମାନଙ୍କୁ ଆଜ୍ଞା କଲି। Viz kapitolaଓଡିଆ ବାଇବେଲ8 ତୁମ୍ଭେମାନେ ନଗର ଆକ୍ରମଣ କଲାକ୍ଷଣେ ନଗରରେ ଅଗ୍ନି ଲଗାଇବ; ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟାନୁସାରେ କର୍ମ କରିବ; ଦେଖ, ଏହା ମୁଁ ତୁମ୍ଭମାନଙ୍କୁ ଆଜ୍ଞା କଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତୁମ୍ଭେମାନେ ନଗର ଆକ୍ରମଣ କଲାକ୍ଷଣେ ନଗରରେ ଅଗ୍ନି ଲଗାଇବ; ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟାନୁସାରେ କର୍ମ କରିବ; ଦେଖ, ଏହା ମୁଁ ତୁମ୍ଭମାନଙ୍କୁ ଆଜ୍ଞା କଲି।” Viz kapitola |