ଯିହୋଶୂୟ 9:12 - ପବିତ୍ର ବାଇବଲ12 “ଦେଖ ଆମ୍ଭେ ଘରୁ ଆସିଲାବେଳେ ଆଣିଥିବା ତଟକା ରୋଟୀ କିପରି ଶୁଖି ଫିମ୍ପି ମାରି ଗଲାଣି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଆମ୍ଭେମାନେ ଆପଣମାନଙ୍କ ନିକଟକୁ ଆସିବା ନିମନ୍ତେ ଯାତ୍ରା କରିବା ଦିନ ଗୃହରୁ ତତଲା ରୋଟୀ ଆଣିଥିଲୁ; ମାତ୍ର ଏବେ ଦେଖନ୍ତୁ, ତାହା ଶୁଖିଲା ଓ ଗମରା ହୋଇଯାଇଅଛି। Viz kapitolaଓଡିଆ ବାଇବେଲ12 ଆମ୍ଭେମାନେ ଆପଣମାନଙ୍କ ନିକଟକୁ ଆସିବା ନିମନ୍ତେ ଯାତ୍ରା କରିବା ଦିନ ଗୃହରୁ ତତଲା ରୁଟି ଆଣିଥିଲୁ; ମାତ୍ର ଏବେ ଦେଖନ୍ତୁ, ତାହା ଶୁଖିଲା ଓ ଗମରା ହୋଇ ଯାଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆମ୍ଭେମାନେ ଆପଣମାନଙ୍କ ନିକଟକୁ ଆସିବା ନିମନ୍ତେ ଯାତ୍ରା କରିବା ଦିନ ଗୃହରୁ ତତଲା ରୁଟି ଆଣିଥିଲୁ; ମାତ୍ର ଏବେ ଦେଖନ୍ତୁ, ତାହା ଶୁଖିଲା ଓ ଗମରା ହୋଇ ଯାଇଅଛି। Viz kapitola |