ଯିହୋଶୂୟ 9:14 - ପବିତ୍ର ବାଇବଲ14 ତେଣୁ ସେମାନେ ସେମାନଙ୍କର ଖାଦ୍ୟ ନମୁନାକୁ ପରୀକ୍ଷା କଲେ। କିନ୍ତୁ ଏହା ପାଇଁ ସେମାନେ ସଦାପ୍ରଭୁଙ୍କର ଅନୁମତି ଲୋଡ଼ି ନ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତହିଁରେ (ଇସ୍ରାଏଲ) ଲୋକମାନେ ସେମାନଙ୍କ ପାଥେୟ ଦ୍ରବ୍ୟ ଗ୍ରହଣ କଲେ, ଆଉ ସଦାପ୍ରଭୁଙ୍କ ମୁଖରୁ ପରାମର୍ଶ ଲୋଡ଼ିଲେ ନାହିଁ। Viz kapitolaଓଡିଆ ବାଇବେଲ14 ତହିଁରେ (ଇସ୍ରାଏଲ) ଲୋକମାନେ ସେମାନଙ୍କ ପାଥେୟ ଦ୍ରବ୍ୟ ଗ୍ରହଣ କଲେ, ଆଉ ସଦାପ୍ରଭୁଙ୍କ ମୁଖରୁ ପରାମର୍ଶ ଲୋଡ଼ିଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହିଁରେ (ଇସ୍ରାଏଲ) ଲୋକମାନେ ସେମାନଙ୍କ ପାଥେୟ ଦ୍ରବ୍ୟ ଗ୍ରହଣ କଲେ, ଆଉ ସଦାପ୍ରଭୁଙ୍କ ମୁଖରୁ ପରାମର୍ଶ ଲୋଡ଼ିଲେ ନାହିଁ। Viz kapitola |