ଯିହୋଶୂୟ 9:22 - ପବିତ୍ର ବାଇବଲ22 ଯିହୋଶୂୟ ଗିବିୟୋନୀୟମାନଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଆମ୍ଭକୁ କାହିଁକି ମିଛ କହିଲ? ଆମ୍ଭର ସେନା ଛାଉଣି ନିକଟରେ ତୁମ୍ଭର ଦେଶ, କିନ୍ତୁ ତୁମ୍ଭେମାନେ କହିଲ ଯେ, ତୁମ୍ଭେମାନେ ବହୁତ ଦୂରରୁ ଆସିଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଏଉତ୍ତାରେ ଯିହୋଶୂୟ ସେମାନଙ୍କୁ ଡକାଇ କହିଲେ, ‘ଆମ୍ଭେମାନେ ତୁମ୍ଭମାନଙ୍କଠାରୁ ଅତି ଦୂରସ୍ଥ ଲୋକʼ ଏହା କହି କିହେତୁ ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରବଞ୍ଚନା କଲ? ତୁମ୍ଭେମାନେ ତ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛ। Viz kapitolaଓଡିଆ ବାଇବେଲ22 ଏଉତ୍ତାରେ ଯିହୋଶୂୟ ସେମାନଙ୍କୁ ଡକାଇ କହିଲେ, “ଆମ୍ଭେମାନେ ତୁମ୍ଭମାନଙ୍କଠାରୁ ଅତି ଦୂରସ୍ଥ ଲୋକ” ଏହା କହି କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରବଞ୍ଚନା କଲ ? ତୁମ୍ଭେମାନେ ତ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଉତ୍ତାରେ ଯିହୋଶୂୟ ସେମାନଙ୍କୁ ଡକାଇ କହିଲେ, “ଆମ୍ଭେମାନେ ତୁମ୍ଭମାନଙ୍କଠାରୁ ଅତି ଦୂରସ୍ଥ ଲୋକ ଏହା କହି କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରବଞ୍ଚନା କଲ? ତୁମ୍ଭେମାନେ ତ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛ। Viz kapitola |