ଯିହୋଶୂୟ 9:5 - ପବିତ୍ର ବାଇବଲ5 ସେମାନେ ମଧ୍ୟ ପାଦରେ ପୁରୁଣା ତାଳିପକା ଜୋତା ଓ ଦେହରେ ପୁରୁଣା ତାଳିପକା ଲୁଗା ପିନ୍ଧିଲେ। ସେମାନେ ଶୁଖିଲା ଓ ଫିମ୍ପା ରୋଟୀ ଗଧ ଉପରେ ନଦିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆଉ ସେମାନଙ୍କ ପାଦରେ ପୁରୁଣା ଓ ତାଳିପଡ଼ା ଜୋତା, ପୁଣି ଦେହରେ ପୁରୁଣା ଲୁଗା ଦେଲେ; ପୁଣି ସେମାନଙ୍କ ପାଥେୟ ରୋଟୀ ଶୁଖିଲା ଓ ଗମରା ହୋଇ ଯାଇଥିଲା। Viz kapitolaଓଡିଆ ବାଇବେଲ5 ଆଉ ସେମାନଙ୍କ ପାଦରେ ପୁରୁଣା ଓ ତାଳିପଡ଼ା ଜୋତା, ପୁଣି ଦେହରେ ପୁରୁଣା ଲୁଗା ଦେଲେ; ପୁଣି ସେମାନଙ୍କ ପାଥେୟ ରୁଟି ଶୁଖିଲା ଓ ଗମରା ହୋଇ ଯାଇଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ ସେମାନଙ୍କ ପାଦରେ ପୁରୁଣା ଓ ତାଳିପଡ଼ା ଜୋତା, ପୁଣି ଦେହରେ ପୁରୁଣା ଲୁଗା ଦେଲେ; ପୁଣି ସେମାନଙ୍କ ପାଥେୟ ରୁଟି ଶୁଖିଲା ଓ ଗମରା ହୋଇ ଯାଇଥିଲା। Viz kapitola |