ଯିହୋଶୂୟ 9:6 - ପବିତ୍ର ବାଇବଲ6 ଏହିପରି ଭାବରେ ସେମାନେ ଗିଲ୍ଗଲ୍ ନିକଟସ୍ଥ ଯିହୋଶୂୟଙ୍କ ଛାଉଣିକୁ ଯାଇ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, “ଆମ୍ଭେମାନେ ଦୂରଦେଶରୁ ଆସିଛୁ, ତେଣୁ ତୁମ୍ଭେମାନେ ଆମ୍ଭମାନଙ୍କ ସହିତ ଚୁକ୍ତି କର।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏହିରୂପେ ସେମାନେ ଗିଲ୍ଗଲ୍ସ୍ଥିତ ଛାଉଣିକି ଯିହୋଶୂୟଙ୍କ ନିକଟକୁ ଯାଇ ତାଙ୍କୁ ଓ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, ଆମ୍ଭେମାନେ ଦୂର ଦେଶରୁ ଆସିଲୁ, ଏଣୁ ତୁମ୍ଭେମାନେ ଏବେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କର। Viz kapitolaଓଡିଆ ବାଇବେଲ6 ଏହିରୂପେ ସେମାନେ ଗିଲ୍ଗଲ୍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ ଯାଇ ତାଙ୍କୁ ଓ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, “ଆମ୍ଭେମାନେ ଦୂର ଦେଶରୁ ଆସିଲୁ, ଏଣୁ ତୁମ୍ଭେମାନେ ଏବେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କର।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏହିରୂପେ ସେମାନେ ଗିଲ୍ଗଲ୍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ ଯାଇ ତାଙ୍କୁ ଓ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, “ଆମ୍ଭେମାନେ ଦୂର ଦେଶରୁ ଆସିଲୁ, ଏଣୁ ତୁମ୍ଭେମାନେ ଏବେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କର।” Viz kapitola |