ଯିହୂଦା 1:1 - ପବିତ୍ର ବାଇବଲ1 ମୁଁ ଯିହୂଦା, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ସେବକ ଓ ଯାକୁବଙ୍କର ଭାଇ ଅଟେ। ଯେଉଁମାନେ ପରମେଶ୍ୱରଙ୍କ ଦ୍ୱାରା ଆହ୍ୱାନ ପାଇଛନ୍ତି ସେମାନଙ୍କ ନିକଟକୁ ଲେଖୁଛି। ପରମ ପିତା ପରମେଶ୍ୱର ତୁମ୍ଭମାନଙ୍କୁ ପ୍ରେମ କରନ୍ତି ଓ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭେମାନେ ସୁରକ୍ଷିତ ଭାବେ ରଖାଯାଇଛ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଯିହୂଦା, ଯୀଶୁ ଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭ୍ରାତା, ଯେଉଁମାନେ ଆହୂତ ଓ ପିତା ଈଶ୍ଵରଙ୍କ ପ୍ରିୟପାତ୍ର, ପୁଣି ଯୀଶୁ ଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ।, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। Viz kapitolaଓଡିଆ ବାଇବେଲ1 ଯିହୂଦା, ଯୀଶୁଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭାଇ, ଯେଉଁମାନେ ଆହୂତ ଓ ପିତା ଈଶ୍ୱରଙ୍କ ପ୍ରିୟପାତ୍ର, ପୁଣି, ଯୀଶୁଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)1 ଯେଉଁମାନେ ଈଶ୍ୱରଙ୍କ ଦ୍ୱାରା ଦ୍ୱାରା ଆହୂତ ଓ ତାଙ୍କର ପ୍ରିୟ ପାତ୍ର ଏବଂ ଯୀଶୁ ଖ୍ରୀଷ୍ଟଙ୍କସେବକ ଓ ଯାକୁବଙ୍କ ଭ୍ରାତା ଯିହୂଦାଙ୍କ ପତ୍ର:- Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯିହୂଦା, ଯୀଶୁ ଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭାଇ, ଯେଉଁମାନେ ଆହୂତ ଓ ପିତା ଈଶ୍ବରଙ୍କ ପ୍ରିୟପାତ୍ର, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। Viz kapitola |