ଯିହୂଦା 1:10 - ପବିତ୍ର ବାଇବଲ10 କିନ୍ତୁ ଏହି ଲୋକମାନେ ଗୋଟିଏ କଥା ନ ବୁଝି, ସେ ବିଷୟରେ ସମାଲୋଚନା କରନ୍ତି। ସେମାନେ ଅଳ୍ପ କିଛି ବୁଝନ୍ତି। କିନ୍ତୁ ସେମାନେ ଚିନ୍ତା ନ କରି ବୁଝନ୍ତି। କେବଳ ମୂକ ପଶୁମାନଙ୍କ ପରି ସ୍ପର୍ଶ କରି ବୁଝନ୍ତି। ଏହି ବିଷୟ ଗୁଡ଼ିକ ହେତୁ ସେମାନେ ବିନଷ୍ଟ ହୁଅନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହିସବୁର ନିନ୍ଦା କରନ୍ତି, ପୁଣି ଅଜ୍ଞାନ ପଶୁ ପରି ଯାହା ଯାହା ସ୍ଵାଭାବିକ ଭାବେ ବୁଝନ୍ତି, ସେସବୁ ଦ୍ଵାରା ବିନଷ୍ଟ ହୁଅନ୍ତି। Viz kapitolaଓଡିଆ ବାଇବେଲ10 ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହି ସବୁର ନିନ୍ଦା କରନ୍ତି, ପୁଣି, ଅଜ୍ଞାନ ପଶୁ ପରି ଯାହା ଯାହା ସ୍ୱାଭାବିକ ଭାବେ ବୁଝନ୍ତି, ସେ ସବୁ ଦ୍ୱାରା ବିନଷ୍ଟ ହୁଅନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)10 କିନ୍ତୁ ଏହି ଲୋକମାନେ ଯାହା ନ ବୁଛନ୍ତି, ତାତ୍ସଲ୍ୟ ପ୍ରକାଶ କରି ତା’ର ପ୍ରତିବାଦ କରନ୍ତି।” ପୁଣି ବନ୍ୟ ପଶୁ ପରି ତା’ର ପ୍ରତିବାଦ କରନ୍ତି। ପୁଣି ବନ୍ୟ ପଶୁ ପରି ସହଜାତ ପ୍ରବୃତ୍ତି ଦ୍ୱାରା ଯାହା ଜାଣନ୍ତି, ସେ ସବୁ ଦ୍ୱାରା ହିଁ ସେମାନ ବିନଷ୍ଠ ହୁଅନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହି ସବୁର ନିନ୍ଦା କରନ୍ତି, ପୁଣି, ଅଜ୍ଞାନ ପଶୁ ପରି ଯାହା ଯାହା ସ୍ୱାଭାବିକ ଭାବେ ବୁଝନ୍ତି, ସେ ସବୁ ଦ୍ୱାରା ବିନଷ୍ଟ ହୁଅନ୍ତି। Viz kapitola |