ଯିହୂଦା 1:11 - ପବିତ୍ର ବାଇବଲ11 ଏହା ସେମାନଙ୍କ ପାଇଁ ଖରାପ ଅଟେ। ଏହି ଲୋକମାନେ କୟିନର ପଥ ଅନୁସରଣ କରିଛନ୍ତି। ସେମାନେ ଅର୍ଥ ଲୋଭ ସକାଶେ ବିଲିୟାମ ପରି ଅନ୍ୟାୟ ପଥ ଅନୁସରଣ କରିଛନ୍ତି। ଏହି ଲୋକମାନେ କୋରହ ପରି ପରମେଶ୍ୱରଙ୍କ ବିରୁଦ୍ଧରେ ଆଚରଣ କରିଛନ୍ତି। କୋରହ ପରି ସେମାନେ ମଧ୍ୟ ଧ୍ୱଂସ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି। Viz kapitolaଓଡିଆ ବାଇବେଲ11 ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)11 ଏହା ସେମାନଙ୍କ ପ୍ରତି କେଡ଼େ ଭୟାନକ। ସେମାନେ କୟିନର ଅସତ୍ମାର୍ଗ ଅନୁସରଣ କରୁଛନ୍ତି। ବାଲାମ ଅର୍ଥଲୋଭରେ ଯେଉଁ ଭୂଲ କରିଥିଲା, ସେମାନେ ସେହି ଭ୍ରାନ୍ତିରେ ପଡ଼ିଛନ୍ତି। କୋରହ ପରି ବିଦ୍ରୋହ କରି ସେମାନେ ବିନଷ୍ଟ ହେଉଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି। Viz kapitola |