Online Bible

- Reklamy -




ଯିହୂଦା 1:12 - ପବିତ୍ର ବାଇବଲ

12 ଏମାନେ ତୁମ୍ଭମାନଙ୍କର ପ୍ରେମଭୋଜିର କଳଙ୍କ ପରି। ସେମାନେ ନିର୍ଭୟରେ ତୁମ୍ଭ ସହିତ ଭୋଜନ କରନ୍ତି। ସେମାନେ କେବଳ ନିଜର ଯତ୍ନ ନିଅନ୍ତି। ସେମାନେ ବର୍ଷା ବିହୀନ ମେଘ ଖଣ୍ଡମାନ। ପବନ ଦ୍ୱାରା ସେମାନେ ଗ୍ଭରିଆଡ଼େ ଉଡ଼ନ୍ତି। ସେମାନେ ହେମନ୍ତ କାଳରେ ଫଳ ନ ଥିବା ଗଛ ପରି ଓ ଭୂମିରୁ ହଠାତ୍ ଉପୁଡ଼ି ଯାଆନ୍ତି। ସେମାନଙ୍କର ଦୁଇ ଥର ମୃତ୍ୟୁ ହୁଏ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନ-ପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ଵରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତକାଳର ଫଳଶୂନ୍ୟ ବୃକ୍ଷ ସଦୃଶ;

Viz kapitola kopírovat

ଓଡିଆ ବାଇବେଲ

12 ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ୱରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତ କାଳର ଫଳଶୂନ୍ୟବୃକ୍ଷ ସଦୃଶ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

12 ସେମାନ ନିର୍ଲ୍ଲଜ ଭାବରେ ସୁରାପାନରେ ମତ୍ତ ହୋଇ, ତୁମ୍ଭମାନଙ୍କ ପ୍ରୀତି ଭୋଜନରେ କଳଙ୍କ ସ୍ୱରୂପ ହେଉଛନ୍ତି। ସେମ।।ନେ କେବଳ ନିଜ ପ୍ରତି ମନୋଯୋଗୀ। ସେମାନେ ବୃଷ୍ଟିପାତ କରୁ ନ ଥିବା ବାୟୁରେ ଚଳିତ ମେଘ ତୂଲ୍ୟ। ସେମାନେ ଶରତ ଋତୁରେ ଫଳଶୂନ୍ୟ ବୃକ୍ଷ ଓ ମୂଳୋତ୍ପାଟିତ ଶୁଷ୍କ ବୃକ୍ଷ ସଦୃଶ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ୱରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତ କାଳର ଫଳଶୂନ୍ୟବୃକ୍ଷ ସଦୃଶ;

Viz kapitola kopírovat




ଯିହୂଦା 1:12

Následuj nás:

Reklamy


Reklamy