ଯିହୂଦା 1:13 - ପବିତ୍ର ବାଇବଲ13 ସେମାନେ ସମୁଦ୍ରର ପ୍ରଚଣ୍ଡ ତରଙ୍ଗ ସଦୃଶ। ଏହି ତରଙ୍ଗ ଫେଣ ସୃଷ୍ଟି କରେ। ତରଙ୍ଗ ଫେଣ ସୃଷ୍ଟି କଲା ଭଳି ଏହି ଲୋକମାନେ ଲଜ୍ଜାଜନକ କାର୍ଯ୍ୟ କରନ୍ତି। ଏହି ଲୋକମାନେ ଆକାଶରେ ଏଣେତେଣେ ଘୁରି ବୁଲୁଥିବା ନକ୍ଷତ୍ର ତୁଲ୍ୟ। ଏହି ଲୋକମାନଙ୍କ ନିମନ୍ତେ ଚିରକାଳ ପାଇଁ ଘୋର ଅନ୍ଧକାରମୟ ସ୍ଥାନ ରଖାଯାଇଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)13 ସେମାନେ ଆପଣା ଆପଣା ଲଜ୍ଜା ସ୍ଵରୂପ ଫେଣ ଉଦ୍ଗାରକାରୀ ସମୁଦ୍ରର ଉତ୍ତାଳ ତରଙ୍ଗ ସଦୃଶ; ସେମାନେ ଭ୍ରମଣକାରୀ କେତୁ ତୁଲ୍ୟ; ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ଚିରକାଳ ରଖାଯାଇଅଛିା। Viz kapitolaଓଡିଆ ବାଇବେଲ13 ସେମାନେ ଆପଣା ଆପଣା ଲଜ୍ଜା ସ୍ୱରୂପ ଫେଣ ଉଦ୍ଗାରକାରୀ ସମୁଦ୍ରର ଉତ୍ତାଳ ତରଙ୍ଗ ସଦୃଶ; ସେମାନେ ଭ୍ରମଣକାରୀ ତାରା ତୁଲ୍ୟ; ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ଅନନ୍ତକାଳ ରଖାଯାଇଅଛି । Viz kapitolaପବିତ୍ର ବାଇବଲ (CL) NT (BSI)13 ସେମାନେ ସମୁଦ୍ରର ଉତ୍ତାଳ ତରଙ୍ଗ ତୂଲ୍ୟ। ସେମାନଙ୍କର ର୍ନିର୍ଲ୍ଲଜ୍ଜ କର୍ମମାନ ଫେଣ ପରି ଉପରକୁ ଦେଖାଯାଏ। ସେମାନେ ଲକ୍ଷ୍ୟହୀନ ଭ୍ରମଣକାରୀ ନକ୍ଷତ୍ର ତୂଲ୍ୟ। ଈଶ୍ବର ସେମାନଙ୍କ ପାଇଁ ଅନ୍ଧକାରମୟ ଗହ୍ୱରରେ ସ୍ଥାନ ନିରୂପଣ କରିଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେମାନେ ଆପଣା ଆପଣା ଲଜ୍ଜା ସ୍ୱରୂପ ଫେଣ ଉଦ୍ଗାରକାରୀ ସମୁଦ୍ରର ଉତ୍ତାଳ ତରଙ୍ଗ ସଦୃଶ; ସେମାନେ ଭ୍ରମଣକାରୀ ତାରା ତୁଲ୍ୟ; ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ଅନନ୍ତକାଳ ରଖାଯାଇଅଛି। Viz kapitola |