ଯିହୂଦା 1:14 - ପବିତ୍ର ବାଇବଲ14 ଆଦମଙ୍କଠାରୁ ପୁରୁଷାନୁକ୍ରମେ ସପ୍ତମ ପୁରୁଷରେ ଜାତ ହନୋକ ଏହି ଲୋକମାନଙ୍କ ବିଷୟରେ ଏହି କଥା କହିଥିଲେ: “ଦେଖ ପ୍ରଭୁ ତାହାଙ୍କର ହଜାର ହଜାର ପବିତ୍ର ସ୍ୱର୍ଗଦୂତମାନଙ୍କ ସହିତ ଆସୁଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆଦମଙ୍କଠାରୁ ସପ୍ତମ ପୁରୁଷ ଯେ ହନୋକ, ସେ ମଧ୍ୟ ସେମାନଙ୍କ ବିଷୟରେ ଭାବବାଣୀ ପ୍ରଚାର କରି କହିଥିଲେ, Viz kapitolaଓଡିଆ ବାଇବେଲ14 ଆଦମଙ୍କଠାରୁ ସପ୍ତମ ପୁରୁଷ ଯେ ହନୋକ, ସେ ମଧ୍ୟ ସେମାନଙ୍କ ବିଷୟରେ ଭାବବାଣୀ ପ୍ରଚାର କରି କହିଥିଲେ, Viz kapitolaପବିତ୍ର ବାଇବଲ (CL) NT (BSI)14 ଆଦମଙ୍କ ଷଷ୍କ ପୁରୁଷର ବଂଶଧର ହନୋକ ବହୁ ପୂର୍ବେ ଏମାନଙ୍କ ସମ୍ବନ୍ଧରେ ଭବିଷ୍ୟତ୍ବାଣୀ ପ୍ରକାଶ କରି କହିଥିଲେ: “ପ୍ରଭୁ ସହସ୍ର ସହସ୍ର ସ୍ୱର୍ଗୀୟ ଦୂତମାନଙ୍କ ସହିତ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଦମଙ୍କଠାରୁ ସପ୍ତମ ପୁରୁଷ ଯେ ହନୋକ, ସେ ମଧ୍ୟ ସେମାନଙ୍କ ବିଷୟରେ ଭାବବାଣୀ ପ୍ରଚାର କରି କହିଥିଲେ, Viz kapitola |