ଯିହୂଦା 1:18 - ପବିତ୍ର ବାଇବଲ18 ପ୍ରେରିତମାନେ ତୁମ୍ଭକୁ କହିଥିଲେ, “ଶେଷ କାଳରେ ପରମେଶ୍ୱରଙ୍କୁ ଉପହାସ କରୁଥିବା ଲୋକମାନେ ଉଠିବେ।” ଏହି ଲୋକମାନେ କେବଳ ନିଜ ଇଚ୍ଛା ଅନୁସାରେ ପରମେଶ୍ୱରଙ୍କ ବିରୁଦ୍ଧରେ କାର୍ଯ୍ୟ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)18 ସେମାନେ କିପରି ତୁମ୍ଭମାନଙ୍କୁ କହୁଥିଲେ, ଶେଷକାଳରେ ଆପଣା ଆପଣା କୁଅଭିଳାଷାନୁସାରେ ଚାଳିତ ପରିହାସକ ଲୋକେ ଉପସ୍ଥିତ ହେବେ। Viz kapitolaଓଡିଆ ବାଇବେଲ18 ସେମାନେ କିପରି ତୁମ୍ଭମାନଙ୍କୁ କହୁଥିଲେ, ଶେଷକାଳରେ ଆପଣା ଆପଣା କୁଅଭିଳାଷାନୁସାରେ ଚାଳିତ ପରିହାସକ ଲୋକେ ଉପସ୍ଥିତ ହେବେ। Viz kapitolaପବିତ୍ର ବାଇବଲ (CL) NT (BSI)18 ସେମାନେ ତୁମ୍ଭମାନଙ୍କୁ କହୁଥିଲେ, “ଶେଷ ଦିନମାନଭ୍କରେ କୁଅଭିଳାଷପୂର୍ଣ୍ଣ ଈଶ୍ବର-ବିରୋଧୀ ଲୋକମାନେ ବାହାରି ତୁମ୍ଭମାନଙ୍କୁ ପରିହାସ କରିବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେମାନେ କିପରି ତୁମ୍ଭମାନଙ୍କୁ କହୁଥିଲେ, ଶେଷକାଳରେ ଆପଣା ଆପଣା କୁଅଭିଳାଷାନୁସାରେ ଚାଳିତ ପରିହାସକ ଲୋକେ ଉପସ୍ଥିତ ହେବେ। Viz kapitola |