ଯିହୂଦା 1:2 - ପବିତ୍ର ବାଇବଲ2 ପରମେଶ୍ୱରଙ୍କର ଦୟା, ପ୍ରେମ ଓ ଶାନ୍ତି ପ୍ରଚୁର ଭାବରେ ତୁମ୍ଭେମାନେ ଭୋଗ କର। Viz kapitolaପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭମାନଙ୍କ ପ୍ରତି ଦୟା, ଶାନ୍ତି ଓ ପ୍ରେମ ପ୍ରଚୁରଭାବେ ହେଉ। Viz kapitolaଓଡିଆ ବାଇବେଲ2 ତୁମ୍ଭମାନଙ୍କ ପ୍ରତି ଦୟା, ଶାନ୍ତି ଓ ପ୍ରେମ ପ୍ରଚୁରଭାବେ ବର୍ତ୍ତୁ । Viz kapitolaପବିତ୍ର ବାଇବଲ (CL) NT (BSI)2 ଦୟା, ଶାନ୍ତି ଓ ପୂର୍ଣ୍ଣମାତ୍ରାରେ ତୁମ୍ଭମାନଙ୍କର ସହବର୍ତ୍ତୀ ହେଉ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୁମ୍ଭମାନଙ୍କ ପ୍ରତି ଦୟା, ଶାନ୍ତି ଓ ପ୍ରେମ ପ୍ରଚୁରଭାବେ ବର୍ତ୍ତୁ। Viz kapitola |