ଯିହୂଦା 1:21 - ପବିତ୍ର ବାଇବଲ21 ପରମେଶ୍ୱରଙ୍କର ପ୍ରେମରେ ନିଜ ନିଜକୁ ସ୍ଥିର କରି ରଖ। ତୁମ୍ଭେମାନେ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦୟାର ଅପେକ୍ଷା କର। ସେ ତୁମ୍ଭକୁ ଅନନ୍ତ ଜୀବନ ପ୍ରଦାନ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ପୁଣି, ଅନ; ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଈଶ୍ଵରଙ୍କ ପ୍ରେମରେ ଆପଣା-ମାନଙ୍କୁ ସ୍ଥିର କରି ରଖ। Viz kapitolaଓଡିଆ ବାଇବେଲ21 ପୁଣି, ଅନନ୍ତ ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଈଶ୍ୱରଙ୍କ ପ୍ରେମରେ ଆପଣାମାନଙ୍କୁ ସ୍ଥିର କରି ରଖ । Viz kapitolaପବିତ୍ର ବାଇବଲ (CL) NT (BSI)21 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଅନନ୍ତ ଜୀବନ ପାଇବା ପାଇଁ ଅପେକ୍ଷା କରୁ କରୁ ଈଶ୍ବରଙ୍କ ପ୍ରେମରେ ସ୍ଥିର ଣୁହ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି, ଅନନ୍ତ ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଈଶ୍ବରଙ୍କ ପ୍ରେମରେ ଆପଣାମାନଙ୍କୁ ସ୍ଥିର କରି ରଖ। Viz kapitola |