ଯିହୂଦା 1:25 - ପବିତ୍ର ବାଇବଲ25 ସେ ଏକମାତ୍ର ପରମେଶ୍ୱର। ସେ କେବଳ ଆମ୍ଭକୁ ଉଦ୍ଧାର କରନ୍ତି। ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅତୀତ, ବର୍ତ୍ତମାନ ଓ ଚିରଦିନ ପାଇଁ ତ୍ରାଣକର୍ତ୍ତା ପରମେଶ୍ୱରଙ୍କର ଗୌରବ, ମହିମା, କ୍ଷମତା ଓ ଅଧିକାର ହେଉ। ଆମେନ୍। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ଵର, ଗୌରବ, ପ୍ରତାପ,ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର। ଆମେନ୍। Viz kapitolaଓଡିଆ ବାଇବେଲ25 ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ୱର, ଗୌରବ, ପ୍ରତାପ, ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର । ଆମେନ୍ । Viz kapitolaପବିତ୍ର ବାଇବଲ (CL) NT (BSI)25 ଆମର ସେହି ଏକମାତ୍ର ତ୍ରାଣକର୍ତ୍ତା ଈଶ୍ୱରଙ୍କ ଗୌରବ, ପରାକ୍ରମ ଓ କତ୍ତୃତ୍ୱ; ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନାଦି କାଳରୁ ବର୍ତ୍ତମାନ ପର୍ଯ୍ୟନ୍ତ ଓ ଯୁଗେ ଯୁଗେ ବିରାଜମାନ ହେଉ। ଆମେନ୍। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ବର, ଗୌରବ, ପ୍ରତାପ, ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର। ଆମେନ୍। Viz kapitola |