Online Bible

- Reklamy -




ଯିହୂଦା 1:4 - ପବିତ୍ର ବାଇବଲ

4 କେତେକ ଲୋକମାନେ ଗୁପ୍ତ ଭାବରେ ତୁମ୍ଭ ଦଳରେ ପ୍ରବେଶ କରିଛନ୍ତି। ସେମାନେ ସେମାନଙ୍କର କାର୍ଯ୍ୟ ପାଇଁ ଦୋଷୀ ବିବେଚିତ ହୋଇ ସାରିଲେଣି। ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନେ ବହୁତ ଆଗରୁ ଏହି ଲୋକମାନଙ୍କ ବିଷୟରେ ଲେଖିଥିଲେ। ଏହି ଲୋକମାନେ ପରମେଶ୍ୱରଙ୍କର ବିରୋଧୀ। ସେମାନେ ପାପପୂର୍ଣ୍ଣ କାର୍ଯ୍ୟ କରିବା ପାଇଁ ଆମ୍ଭ ପରମେଶ୍ୱରଙ୍କର ଅନୁଗ୍ରହକୁ ଅପବ୍ୟବହାର କରୁଛନ୍ତି। ଏହି ଲୋକମାନେ ଆମ୍ଭର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଗ୍ରହଣ କରୁ ନାହାନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ତର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ଵରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରି ପରିଣତ କରନ୍ତି, ପୁଣି ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ଵୀକାର କରନ୍ତିକ।

Viz kapitola kopírovat

ଓଡିଆ ବାଇବେଲ

4 କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ୱରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

4 କେତେକ ଅଧାର୍ମିକ ଲୋକ ଅଲକ୍ଷିତ ଭାବରେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରିଛନ୍ତି। ସେମାନେ ନିଜର ଅନୈତିକ କାର୍ଯ୍ୟକଳାପକୁ ସମର୍ଥନ କରିବା ପାଇଁ ଈଶ୍ୱରଙ୍କ “ଅନୁଗ୍ରହ” ବିଷୟକ ବାର୍ତ୍ତା ବିକୃତ ଅର୍ଥ କରୁଛନ୍ତି। ଆମର ଏକମାତ୍ର ଗୁରୁ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ସେମାନେ ଅସ୍ୱୀକାର କରୁଛନ୍ତି। ସେମାନଙ୍କ ପ୍ରତି ନିରୂପିତ ହୋଇଥିବା ଦଣ୍ଡ ବିଧାନ ସମ୍ପର୍କରେ ବହୁ ପୂର୍ବରୁ ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ବରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି।

Viz kapitola kopírovat




ଯିହୂଦା 1:4

Následuj nás:

Reklamy


Reklamy