Online Bible

- Reklamy -




ଯିହୂଦା 1:5 - ପବିତ୍ର ବାଇବଲ

5 ତୁମ୍ଭେ ଆଗରୁ ଜାଣିଥିବା କେତେକ କଥା ସ୍ମରଣ କରାଇବା ପାଇଁ ମୁଁ ତୁମ୍ଭମାନଙ୍କୁ ସାହାଯ୍ୟ କରିବାକୁ ଗ୍ଭହେଁ। ମନେରଖ, ପ୍ରଭୁ ତାହାଙ୍କର ଲୋକଙ୍କୁ ମିଶର ଦେଶରୁ ଉଦ୍ଧାର କଲେ। କିନ୍ତୁ ପରେ ପ୍ରଭୁ ସମସ୍ତ ଅବିଶ୍ୱାସୀ ଲୋକମାନଙ୍କୁ ଧ୍ୱଂସ କରିଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ଯଦ୍ୟପି ତୁମ୍ଭେମାନେ ସମସ୍ତ ବିଷୟ ସମ୍ପୂର୍ଣ୍ଣ ରୂପେ ଜାଣିଅଛ, ତଥାପି ମୁଁ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ଇଚ୍ଛା କରେ ଯେ, ପ୍ରଭୁ ମିସର ଦେଶରୁ ଲୋକମାନଙ୍କୁ ଉଦ୍ଧାର କଲେ, ଆଉ ଯେଉଁମାନେ ଅବିଶ୍ଵାସ କଲେ, ପରେ ସେମାନଙ୍କୁ ବିନାଶ କଲେ।

Viz kapitola kopírovat

ଓଡିଆ ବାଇବେଲ

5 ଯଦ୍ୟପି ତୁମ୍ଭେମାନେ ସମସ୍ତ ବିଷୟ ସମ୍ପୂର୍ଣ୍ଣ ରୂପେ ଜାଣିଅଛ, ତଥାପି ମୁଁ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ଇଚ୍ଛା କରେ ଯେ, ପ୍ରଭୁ ମିସର ଦେଶରୁ ଲୋକମାନଙ୍କୁ ଉଦ୍ଧାର କଲେ, ଆଉ ଯେଉଁମାନେ ବିଶ୍ୱାସ କଲେ ନାହିଁ, ପରେ ସେମାନଙ୍କୁ ବିନାଶ କଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

5 ଏକଦା ଈଶ୍ରାଲୀୟମାନଙ୍କୁ ଈଶ୍ୱର କିପରି ମିସର ଦେଶରୁ ଉଦ୍ଧାର କରି ଆଣିଥିଲେ, କିନ୍ତୁ ପରେ ସେମାନଙ୍କ ମଧ୍ୟରେ ଥିବା ଅବିଶ୍ୱାସୀମାନଙ୍କୁ ବିନଷ୍ଟ କରିଥିଲେ, ତୁମେ ଏ ସବୁ କଥା ଜାଣିଥଲେ ସୁଦ୍ଧା; ତାହା ମୁଁ ତୁମକୁ ସ୍ମରଣ କରାଇ ଦେବାକୁ ଚାହେଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯଦ୍ୟପି ତୁମ୍ଭେମାନେ ସମସ୍ତ ବିଷୟ ସମ୍ପୂର୍ଣ୍ଣ ରୂପେ ଜାଣିଅଛ, ତଥାପି ମୁଁ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ଇଚ୍ଛା କରେ ଯେ, ପ୍ରଭୁ ମିସର ଦେଶରୁ ଲୋକମାନଙ୍କୁ ଉଦ୍ଧାର କଲେ, ଆଉ ଯେଉଁମାନେ ବିଶ୍ୱାସ କଲେ ନାହିଁ, ପରେ ସେମାନଙ୍କୁ ବିନାଶ କଲେ।

Viz kapitola kopírovat




ଯିହୂଦା 1:5

Následuj nás:

Reklamy


Reklamy