Online Bible

- Reklamy -




ଯିହୂଦା 1:6 - ପବିତ୍ର ବାଇବଲ

6 ତୁମ୍ଭେ ସେହି ସ୍ୱର୍ଗଦୂତମାନଙ୍କ ବିଷୟ ମନେ ପକାଅ, ଯେଉଁମାନଙ୍କର କ୍ଷମତା ଥିଲା କିନ୍ତୁ ସେମାନେ ତାହାକୁ ରଖିପାରିଲେ ନାହିଁ। ସେମାନେ ନିଜ ନିଜ ଘର ଛାଡ଼ି ଦେଲେ। ତେଣୁ ପ୍ରଭୁ ସେମାନଙ୍କୁ ଅନ୍ଧକାରରେ ରଖିଛନ୍ତି। ସେମାନେ ଅନନ୍ତକାଳୀନ ବନ୍ଧନରେ ବନ୍ଧା ହୋଇଛନ୍ତି। ସେ ସେମାନଙ୍କୁ ମହାବିଗ୍ଭର ଦିନ ପର୍ଯ୍ୟନ୍ତ ରଖିଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ପୁଣି ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚ ପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଚିରସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

6 ପୁଣି, ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚ ପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଅନନ୍ତସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

6 ଯେଉଁ ସ୍ୱର୍ଗଦୂତମାନେ ନିଜ କ୍ଷମତାର ପରିସର ଭିତରେ ନ ରହ ସେମାନଙ୍କ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କ କଥା ସ୍ମରଣ କର। ମହାବିଚାର ଦିନରେ ସମୁଚି ଦଣ୍ଡ ପାଇବା ନିମନ୍ତେ ଈଶ୍ୱର ସେମାନଙ୍କୁ ଅଧଃଲୋକର ଅନ୍ଧକାରରେ ଚରିଦିନ ପାଇଁ ଶୃଙ୍ଖଳବଦ୍ଧ କରି ରଖିଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଅନନ୍ତସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି।

Viz kapitola kopírovat




ଯିହୂଦା 1:6

Následuj nás:

Reklamy


Reklamy