ଯିହୂଦା 1:7 - ପବିତ୍ର ବାଇବଲ7 ସଦୋମ, ଗମୋରା ଓ ତା’ ପାଖାପାଖି ଅନ୍ୟ ନଗରଗୁଡ଼ିକୁ ମନେ ପକାଅ। ସେମାନେ ଠିକ୍ ସେହି ସ୍ୱର୍ଗଦୂତମାନଙ୍କ ପରି। ସେହି ନଗରଗୁଡ଼ିକ ବ୍ୟଭିଗ୍ଭର ପାପ ଓ ଅସ୍ୱାଭାବିକ କାମୁକତାରେ ପରିପୂର୍ଣ୍ଣ ଥିଲା। ସେମାନେ ଅନନ୍ତ ଅଗ୍ନି ଦଣ୍ଡରେ ଦଣ୍ଡିତ ହେଲେ। ସେମାନଙ୍କର ଦଣ୍ଡ ଆମ୍ଭମାନଙ୍କ ଆଗରେ ଗୋଟିଏ ଉଦାହରଣ ସ୍ୱରୂପ ରହିଛି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେହିପରି ସଦୋମ ଓ ଗମୋରା ପୁଣି ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ଵାଭାବିକ କାମୁକତାରେ ଆସକ୍ତ ହେବାରୁ ଅନ; ଅଗ୍ନିରୂପ ଦଣ୍ତ ଭୋଗ କରି ଦୃଷ୍ଟାନ୍ତ ସ୍ଵରୂପ ହୋଇ ଅଛନ୍ତି। Viz kapitolaଓଡିଆ ବାଇବେଲ7 ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)7 ସଦୋମ ଓ ଗମୋର ଏବଂ ତନ୍ନିକଟସ୍ଥ ନଗରୀଗୁଡ଼ିକର ଦଶାସ୍ମରଣ କର। ସେମାନେ ଉକ୍ତ ଦୁତମାନଙ୍କର ଅନୁରୂପ ଆଚରଣ କରି ଇନ୍ଦ୍ରିୟ ଲାଳସା ଓ ଅସ୍ୱାଭାବିକ କାମୁକତାରେ ଲିପ୍ତ ହେଲେ। ଅନ୍ୟମାନଙ୍କୁ ସତର୍କ କରାଇ ଦେବା ନିମେନ୍ତ ସେମାନେ ଅନନ୍ତ ନରକାଗ୍ନିରେ ଦଣ୍ଡଭୋଗ କରୁଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି। Viz kapitola |