Online Bible

- Reklamy -




ଯିହୂଦା 1:8 - ପବିତ୍ର ବାଇବଲ

8 ତୁମ୍ଭମାନଙ୍କ ଦଳରେ ପ୍ରବେଶ କରିଥିବା ଲୋକମାନେ ଠିକ୍ ଏହିପରି। ସେମାନେ ସ୍ୱପ୍ନ ଦ୍ୱାରା ପରିଗ୍ଭଳିତ ହୁଅନ୍ତି। ସେମାନେ ନିଜ ଶରୀରକୁ ପାପ କାର୍ଯ୍ୟରେ ଦୂଷିତ କରନ୍ତି। ସେମାନେ ପରମେଶ୍ୱରଙ୍କର କର୍ତ୍ତୃତ୍ୱକୁ ଅସ୍ୱୀକାର କରନ୍ତି ଓ ଗୌରବମୟ ସ୍ୱର୍ଗଦୂତମାନଙ୍କ ବିରୁଦ୍ଧରେ ବହୁତ ମନ୍ଦ କଥା କହନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ତଥାପି ଏହି ସ୍ଵପ୍ନଦର୍ଶକମାନେ ମଧ୍ୟ ସେହିପରି ଶରୀରକୁ ଅଶୁଚି କରନ୍ତି, ପ୍ରଭୁତ୍ଵ ଅବଜ୍ଞା କରନ୍ତି ଓ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରନ୍ତି।

Viz kapitola kopírovat

ଓଡିଆ ବାଇବେଲ

8 ତଥାପି ଏହି ସ୍ୱପ୍ନଦର୍ଶକମାନେ ମଧ୍ୟ ସେହିପରି ଶରୀରକୁ ଅଶୁଚି କରନ୍ତି, ପ୍ରଭୁତ୍ୱ ଅବଜ୍ଞା କରନ୍ତି ଓ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

8 ସେହିପରି ଏହି ଲୋକମାନେ ସ୍ୱପ୍ନାଦେଶ ପାଇଛନ୍ତି ଭାବି ନିଜ ନିଜ ଶରୀର ବିରୁଦ୍ଧରେ ପାପ କରନ୍ତି। ସେମାନେ ଈଶ୍ବରଙ୍କ କତ୍ତ୍ୱର୍ତ୍ୱ ଅବଜ୍ଞା କରନ୍ତି ଓ ସ୍ୱର୍ଗଦୂତ ମାନଙ୍କୁ ଅପମାନ କରନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତଥାପି ଏହି ସ୍ୱପ୍ନଦର୍ଶକମାନେ ମଧ୍ୟ ସେହିପରି ଶରୀରକୁ ଅଶୁଚି କରନ୍ତି, ଅଧିକାରୀମାନଙ୍କର ଅବଜ୍ଞା କରନ୍ତି ଓ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରନ୍ତି।

Viz kapitola kopírovat




ଯିହୂଦା 1:8

Následuj nás:

Reklamy


Reklamy