ବିଳାପ 1:19 - ପବିତ୍ର ବାଇବଲ19 ମୁଁ ମୋର ପ୍ରେମିକମାନଙ୍କୁ ଡାକିଲି, ମାତ୍ର ସେମାନେ ମୋ’ ପ୍ରତି ପ୍ରବଞ୍ଚନା କଲେ। ମୋର ଯାଜକଗଣ ଓ ପ୍ରାଚୀନବର୍ଗ ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ। ସେମାନେ ନିଜେ ନିଜେ ବଞ୍ଚିବା ପାଇଁ ଆହାର ଖୋଜୁଥିବା ବେଳେ ମଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ମୁଁ ଆପଣା ପ୍ରେମିକମାନଙ୍କୁ ଡାକିଲି, ମାତ୍ର ସେମାନେ ମୋତେ ବଞ୍ଚନା କଲେ; ମୋର ଯାଜକମାନେ ଓ ମୋର ପ୍ରାଚୀନବର୍ଗ ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ, ସେମାନେ ଆପଣା ଆପଣା ପ୍ରାଣକୁ ଆଶ୍ଵାସ କରିବା ପାଇଁ ଆହାର ଖୋଜୁ ଖୋଜୁ ମଲେ। Viz kapitolaଓଡିଆ ବାଇବେଲ19 ମୁଁ ଆପଣା ପ୍ରେମିକମାନଙ୍କୁ ଡାକିଲି, ମାତ୍ର ସେମାନେ ମୋତେ ପ୍ରବଞ୍ଚନା କଲେ; ମୋର ଯାଜକମାନେ ଓ ମୋର ପ୍ରାଚୀନବର୍ଗ ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ, ସେମାନେ ଆପଣା ଆପଣା ପ୍ରାଣକୁ ଆଶ୍ୱାସ କରିବା ପାଇଁ ଆହାର ଖୋଜୁ ଖୋଜୁ ମଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ମୁଁ ଆପଣା ପ୍ରେମିକମାନଙ୍କୁ ଡାକିଲି, ମାତ୍ର ସେମାନେ ମୋତେ ପ୍ରବଞ୍ଚନା କଲେ; ମୋର ଯାଜକମାନେ ଓ ମୋର ପ୍ରାଚୀନବର୍ଗ ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ, ସେମାନେ ଆପଣା ଆପଣା ପ୍ରାଣକୁ ଆଶ୍ୱାସ କରିବା ପାଇଁ ଆହାର ଖୋଜୁ ଖୋଜୁ ମଲେ। Viz kapitola |