ବିଳାପ 2:12 - ପବିତ୍ର ବାଇବଲ12 ସେମାନେ ନିଜ ନିଜ ମାତାକୁ “ଶସ୍ୟ ଓ ଦ୍ରାକ୍ଷାରସ କାହିଁ?” ଏହି କଥା ପଗ୍ଭରୁଛନ୍ତି, ଯେତେବେଳେ ସେମାନେ ମୂର୍ଚ୍ଛା ଯାଆନ୍ତି। ନଗର ଛକରେ ଘାଇଲା ଲୋକମାନଙ୍କ ପରି ଏବଂ ନିଜ ନିଜ ମା କୋଳରେ ପ୍ରାଣତ୍ୟାଗ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଶସ୍ୟ ଓ ଦ୍ରାକ୍ଷାରସ କାହିଁ? ଏହି କଥା ଆପଣା ଆପଣା ମାତାକୁ କହୁ କହୁ, ସେମାନେ ନଗରର ପଥସମୂହରେ କ୍ଷତବିକ୍ଷତ ଲୋକ ପରି ମୁର୍ଚ୍ଛାପନ୍ନ ହୁଅନ୍ତି, ସେମାନେ ଆପଣା ଆପଣା ମାତାର କୋଳରେ ପ୍ରାଣତ୍ୟାଗ କରନ୍ତି। Viz kapitolaଓଡିଆ ବାଇବେଲ12 ଶସ୍ୟ ଓ ଦ୍ରାକ୍ଷାରସ କାହିଁ ? ଏହି କଥା ଆପଣା ଆପଣା ମାତାକୁ କହୁ କହୁ, ସେମାନେ ନଗରର ପଥସମୂହରେ କ୍ଷତବିକ୍ଷତ ଲୋକ ପରି ମୁର୍ଚ୍ଛାପନ୍ନ ହୁଅନ୍ତି, ସେମାନେ ଆପଣା ଆପଣା ମାତାର କୋଳରେ ପ୍ରାଣତ୍ୟାଗ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଶସ୍ୟ ଓ ଦ୍ରାକ୍ଷାରସ କାହିଁ? ଏହି କଥା ଆପଣା ଆପଣା ମାତାକୁ କହୁ କହୁ, ସେମାନେ ନଗରର ପଥସମୂହରେ କ୍ଷତବିକ୍ଷତ ଲୋକ ପରି ମୂର୍ଚ୍ଛାପନ୍ନ ହୁଅନ୍ତି, ସେମାନେ ଆପଣା ଆପଣା ମାତାର କୋଳରେ ପ୍ରାଣତ୍ୟାଗ କରନ୍ତି। Viz kapitola |