Online Bible

- Reklamy -




ବିଳାପ 2:21 - ପବିତ୍ର ବାଇବଲ

21 ଯୁବକ ଓ ବୃଦ୍ଧ ନଗରର ରାସ୍ତାରେ ପତିତ ହୋଇଛନ୍ତି। ଯୁବକ, ଯୁବତୀ ‌‌ଖ‌ଡ଼୍‌ଗରେ ହତ ହୋଇ ପଡ଼ିଛନ୍ତି। ସଦାପ୍ରଭୁ ସେମାନଙ୍କୁ ଆପଣା କ୍ରୋଧ ଦିନରେ ବଧ କରିଛନ୍ତି ଓ ସେମାନଙ୍କ ପ୍ରତି ନିର୍ଦ୍ଦୟ ହୋଇଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ଆବାଳବୃଦ୍ଧଲୋକ ବାଟରେ ଭୂମିରେ ପଡ଼ିଅଛନ୍ତି; ଆମ୍ଭର କୁମାରୀ ଓ ଯୁବକଗଣ ଖଡ଼୍‍ଗରେ ହତ ହୋଇ ପଡ଼ିଅଛନ୍ତି; ତୁମ୍ଭେ ସେମାନଙ୍କୁ ଆପଣା କ୍ରୋଧର ଦିନରେ ବଧ କରିଅଛ; ତୁମ୍ଭେ ଦୟା ନ କରି ହତ୍ୟା କରିଅଛ।

Viz kapitola kopírovat

ଓଡିଆ ବାଇବେଲ

21 ଯୁବକ ଓ ବୃଦ୍ଧ ଲୋକ ବାଟର ଭୂମିରେ ପଡ଼ିଅଛନ୍ତି; ଆମ୍ଭର କୁମାରୀ ଓ ଯୁବକଗଣ ଖଡ୍ଗରେ ହତ ହୋଇ ପଡ଼ିଅଛନ୍ତି; ତୁମ୍ଭେ ସେମାନଙ୍କୁ ଆପଣା କ୍ରୋଧର ଦିନରେ ବଧ କରିଅଛ; ତୁମ୍ଭେ ଦୟା ନ କରି ହତ୍ୟା କରିଅଛ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଯୁବକ ଓ ବୃଦ୍ଧ ଲୋକ ବାଟର ଭୂମିରେ ପଡ଼ିଅଛନ୍ତି; ଆମ୍ଭର କୁମାରୀ ଓ ଯୁବକଗଣ ଖଡ୍ଗରେ ହତ ହୋଇ ପଡ଼ିଅଛନ୍ତି; ତୁମ୍ଭେ ସେମାନଙ୍କୁ ଆପଣା କ୍ରୋଧର ଦିନରେ ବଧ କରିଅଛ; ତୁମ୍ଭେ ଦୟା ନ କରି ହତ୍ୟା କରିଅଛ।

Viz kapitola kopírovat




ବିଳାପ 2:21

Následuj nás:

Reklamy


Reklamy