ବିଳାପ 3:5 - ପବିତ୍ର ବାଇବଲ5 ସଦାପ୍ରଭୁ ମୋର ଚତୁର୍ଦ୍ଦିଗରେ ତିକ୍ତତା ଓ କ୍ଳେଶ ଭରି ଦେଇଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେ ମୋତେ ଅବରୁଦ୍ଧ କରିଅଛନ୍ତି, ସେ ମୋତେ ବିଷବୃକ୍ଷ ଓ ଶ୍ରାନ୍ତିରେ ବେଷ୍ଟିତ କରିଅଛନ୍ତି। Viz kapitolaଓଡିଆ ବାଇବେଲ5 ସେ ମୋତେ ଅବରୁଦ୍ଧ କରିଅଛନ୍ତି, ସେ ମୋତେ ତିକ୍ତତା ଓ ଶ୍ରାନ୍ତିରେ ବେଷ୍ଟିତ କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେ ମୋତେ ଅବରୁଦ୍ଧ କରିଅଛନ୍ତି, ସେ ମୋତେ ତିକ୍ତତା ଓ ଶ୍ରାନ୍ତିରେ ବେଷ୍ଟିତ କରିଅଛନ୍ତି। Viz kapitola |