ବିଳାପ 3:56 - ପବିତ୍ର ବାଇବଲ56 ତୁମ୍ଭେ ମୋର ଆତୁର କ୍ରନ୍ଦନ ଶୁଣିଲ, କିନ୍ତୁ ମୋର ଆର୍ତ୍ତନାଦ ପ୍ରତି ଆପଣା କର୍ଣ୍ଣ ଲୁଗ୍ଭଅ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)56 ତୁମ୍ଭେ ମୋହର ରବ ଶୁଣିଲ; ମୋର ନିଶ୍ଵାସ, ମୋହର ଆର୍ତ୍ତନାଦ ପ୍ରତି ଆପଣା କର୍ଣ୍ଣ ଲୁଚାଅ ନାହିଁ। Viz kapitolaଓଡିଆ ବାଇବେଲ56 ତୁମ୍ଭେ ମୋହର ରବ ଶୁଣିଲ ମୋର ନିଶ୍ୱାସ, ମୋହର ଆର୍ତ୍ତନାଦ ପ୍ରତି ଆପଣା କର୍ଣ୍ଣ ଲୁଚାଅ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT56 ତୁମ୍ଭେ ମୋହର ରବ ଶୁଣିଲ ମୋର ନିଶ୍ୱାସ, ମୋହର ଆର୍ତ୍ତନାଦ ପ୍ରତି ଆପଣା କର୍ଣ୍ଣ ଲୁଚାଅ ନାହିଁ। Viz kapitola |